OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 4th April 2021

Odia Rashiphala

Odia Rashiphala

ଭକ୍ତିଭାବଯୁକ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ଦିନଟି ଅତିବାହିତ ହୋଇପାରେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ସୁଖ ମିଳିବ ।
କ୍ଷୟ କ୍ଷତିର ସମ୍ଭାବନା ଅଛି । ଅସୁସ୍ଥତା ଅନୁଭବ କରିପାରନ୍ତି । କାର୍ଯ୍ୟରେ ବିଘ୍ନ ଘଟିପାରେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ । ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ ।
ସୁଖ-ସନ୍ତୋଷରେ ଦିନଟି ଅତିବାହିତ ହେବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବ ନେଇ କାର୍ଯ୍ୟ କରିବେ । ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚକ୍ଷୁପୀଡ଼ା ଉପୁଜି ପାରେ । ଚାକିରି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ପ୍ରଶଂସାର ପାତ୍ର ହେବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଲାଗି ରହିଥିବା ବିବାଦର ସମାଧାନ ହୋଇପାରେ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଭଲ ଆୟ ହେବ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା, କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ବନ୍ଧୁପ୍ରେମୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମିଷ୍ଟଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୀତିନିଷ୍ଠ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ ।
କାର୍ଯ୍ୟରେ ଶ୍ରେୟ ପ୍ରାପ୍ତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମକୋଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଅଧିକ ରୋଜଗାରକ୍ଷମ ହେବେ । ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି ।
ଭ୍ରମଣ ସ୍ଥଗିତ ରଖିବାକୁ ପଡ଼ିବ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କ ର୍ମଚଞ୍ଚଳ ରହିଲେ ବି ଥଣ୍ଡା, କଫଜନିତ ପୀଡ଼ା ଭୋଗୀ ପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ଗୁପ୍ତବିଦ୍ୟାର ରୁଚି ରହିବ । ସାହସୀ ଓ ଜ୍ଞାନ ଗରିମାଯୁକ୍ତ ହେବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଗୃହସୁଖ ଓ ଯାନବାହନ ସୁଖ ମିଳିବ । କରିତ୍‌କର୍ମା ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ଶ୍ରଦ୍ଧା ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments