OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 6th Dec 2020

Odia Rashiphala

Odia Rashiphala

କାର୍ଯ୍ୟରେ ସହଯୋଗ ମିଳିବ । ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ରୋଜଗାରକ୍ଷମ ହେବେ । ଚାକିରି କ୍ଷେତ୍ରରେ ଦୀର୍ଘଦିନର ଆଶା ପୂରଣ ହେବ; ମାତ୍ର ବିଳମ୍ବରେ ।
ବହୁ ଶୁଭଫଳ ଆଶା କରାଯାଏ । କଳହ ଠାରୁ ଦୂରେଇ ରହିବେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଦେବଦର୍ଶନର ସୌଭାଗ୍ୟ ଅଛି । ଅସୁସ୍ଥତାର ଉପସମ ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ ।
ସେମିନାର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି । ଧନାଗମର ସୂଚନା ମିଳୁଛି । ଅମାପ ସଂପଦର ଅଧିକାରୀ ହେବେ । ସରକାରୀ ସ୍ତରରୁ ଲାଭ ମିଳିବ । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ଆର୍ଥିକ ସହାୟତା ମିଳିବ । ଦେହ ଓ ମନ ଭଲ ରହିବ ।
ଭଲ ଆୟ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ ।
ଧର୍ମ କାର୍ଯ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହି ପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । କର୍ମରେ ଛଳନାପୂର୍ଣ୍ଣ କଥା କହି ପରକୁ ଆପଣାର କରିବାରେ ସିଦ୍ଧହସ୍ତ ହେବେ ।
ଭଲ ମନ୍ଦ ମିଶ୍ରିତ ଫଳ ମିଳିପାରେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରର ଅପୂର୍ବ ସଫଳତା ମିଳିବ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
ଚିନ୍ତାଧାରା କାର୍ଯ୍ୟରେ ଲଗାଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
କାର୍ଯ୍ୟ ଉତ୍ସାହପ୍ରଦ ହେବ । ଯାହା ଇଚ୍ଛା କରିଥିବେ ତାହା ମିଳିବ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବିନିଯୋଗ କରିପାରନ୍ତି । ପ୍ରତିଯୋଗିତାରେ ବିଜୟ ହାସଲ କରିପାରନ୍ତି ।
ଶୁଭା ଶୁଭ ମିଶ୍ରିତ ଫଳ ମିଳିବ । ପରୋପକାରୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ ।
ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିବ । ଶୁଭ କାର୍ଯ୍ୟ ମାର୍ଗ ଉନ୍ମୁକ୍ତ ରହିଛି । ଆନନ୍ଦ ଉପଭୋଗ କରିପାରନ୍ତି । ମିଷ୍ଟାନ୍ନ ଭୋଜନ ମିଳିବ ।
ବିଚାର ଆଲୋଚନା ମାଧ୍ୟମରେ ପ୍ରସ୍ତୁତି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଶତ୍ରୁକୁ ପରାଜିତ କରିପାରନ୍ତି । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ଖବର ପାଇପାରନ୍ତି । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଋଣ ପରିଶୋଧ କରିବେ ।
ଅଧ୍ୟାପନା ପାଇଁ ଅଧ୍ୟୟନରତ ହେବେ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅବିବାହିତମାନଙ୍କର ମନୋରମା କନ୍ୟା ସହିତ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments