OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 6th June 2021

Odia Rashiphala

Odia Rashiphala

ଆୟ ବୃଦ୍ଧିର ସୂଚନା ମିଳୁଛି । ବନ୍ଧୁଙ୍କ ସହାୟତାରୁ ସରକାରୀ ସ୍ତରରୁ ଲାଭ ଉଠଇ ପାରନ୍ତି । ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଚିନ୍ତାଧାରା ଉନ୍ନତ ହେବ ।
ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହି ପାରନ୍ତି । ଅଧିକ ବ୍ୟୟର ସମ୍ମୁଖୀନ ହେବେ । ଚଞ୍ଚଳ ଚେଷ୍ଟିତ ହେବେ । କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି । ମଧୁର କଥା କହି ପରକୁ ଆପଣାର କରି ପାରନ୍ତି ।
ଶୁଭ ଖବର ପାଇ ଖୁସି ହୋଇ ପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି ।
ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ବିବାଦରେ ବିଜୟୀ ହେବେ ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ସୁସ୍ଥ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସୁଖ-ସନ୍ତୋଷ ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରି ପାରନ୍ତି । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଗୃହ ସୁଖ ମିଳିବ । ନବବସ୍ତ୍ର ପରିଧାନକରି ପାରନ୍ତି । ନିଅଁଟିଆ ପରିସ୍ଥିତି ଉପୁଜିପାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ଧୈର୍ଯ୍ୟବାନ ହେବେ । ବହୁ ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଅନୁଭବ କରିବେ ।
ସାମୟିକ ଭାବେ ମୌନବ୍ରତ ଅବଲମ୍ବନ କରିପାରନ୍ତି । ଶୁଭେଚ୍ଛୁମାନଙ୍କ ସହାୟତା ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭକାର୍ଯ୍ୟ କରିପାରନ୍ତି । ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ଋଣ ପରିଶୋଧ କରିପାରନ୍ତି ।
ଅଧ୍ୟୟନରତ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବହୁଧନର ଅଧିକାରୀ ହେବେ । ଉତ୍ତମ ବଂଶରୁ କନ୍ୟା ଆଣିପାରନ୍ତି ।
ପରିଶ୍ରମର ମୂଲ୍ୟ ମିଳିବ । ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । କାର୍ଯ୍ୟରେ ସଫଳତା ମିଳିବ । କଷ୍ଟସାଧ୍ୟ ହେବ । ମାନସିକ ସ୍ତରରେ ଅଶାନ୍ତି ଉପୁଜିପାରେ । କୃଷିରୁ ଆୟ ଆସିବ । ଯାନବାହନ ସୁଖ ମିଳିପାରେ ।
ଆଶାବାଦୀ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବଦର୍ଶନର ସୁଯୋଗ ଅଛି । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି । ବିବାଦରେ ବିଜୟୀ ହେବେ ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆକସ୍ମିକ ସମସ୍ୟାର ସମାଧାନ କରିବାରେ ସିଦ୍ଧହସ୍ତ ହେବେ । ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି । ନୀତିନିଷ୍ଠ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments