OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 7th April 2019

Odia Rashiphala

Odia Rashiphala

ଶତ୍ରୁ କବଳରୁ ରକ୍ଷା ପାଇ ଯିବେ । ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ନୂଆ ବନ୍ଧୁ ଜୁଟିବେ ।
ଉତ୍ସାବାଦିରେ ଯୋଗଦାନ କରି ଆନନ୍ଦ ଅନୁଭବ କରବେ । ବ୍ୟୟ ପରିମାଣ ଅଧିକ ହୋଇପାରେ । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ସାହସୀ ଓ ଜ୍ଞାନୀ ହେବେ ।
ଧନ ବୃଦ୍ଧିହେବାର ସୁଯୋଗ ସୃଷ୍ଟି ହୋଇଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତରି ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବାସହ ଧନଲାଭ ହେବ ।
ସୁଖ-ସମ୍ମାନ ଲାଭ କରି ପାରନ୍ତି । କୁଳ-ଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ, ସଦିଚ୍ଛା ରହିବ ।
ପରସ୍ଥିତି ଆୟତ୍ତରେ ରହିବ । ସେବା ପୂଜାରେ ନିୟୋଜିତ ହେବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହତି କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରବେି୍ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ଧନବାନ୍ ହେବେ ।
ସହକର୍ମୀଙ୍କୁ ସହାୟତା ଦେଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସର୍ଦି-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ ।
ବନ୍ଧୁଙ୍କ ସହାୟତା ଓ ସମର୍ଥନ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଅଧୀନ ହୋଇପାରନ୍ତି ।
ଯୋଗାଯୋଗରେ ପ୍ରଗତି ଘଟିବ । ମନରେ ଅହଂଭାବ ଜାଗ୍ରତ ହେବ । ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହବେ । ବଳଶାଳୀ ହୋଇପାରନ୍ତି । ଶତ୍ରୁହନ୍ତା ହେବେ । ବଳିଷ୍ଠ ହେବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତରି ହେବେ । ସମୟାନୁବର୍ତ୍ତିତା ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ପତିବ୍ରତା ପତ୍ନୀଙ୍କ ସହାୟତା ମିଳିବ ।
କାର୍ଯ୍ୟରେ ଢ଼େର ଉନ୍ନତି ଘଟିବ । ବାଦ-ବିବାଦର ସମ୍ମୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କର୍ମକାରୀ ହେବେ । ଜଳପ୍ରତି ଆଦର ଓ ବୁଦ୍ଧିମାନ୍ ହେବେ ।
ସମ୍ମାନ ବୃଦ୍ଧିର ସୂଚନା ମିଳୁଛି । ମନରେ ପ୍ରସନ୍ନ ଭାବ ଜାଗ୍ରତ ହେବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ସରଳ ଓ ସାବଲୀଳ ଭାଷାରେ ଅନ୍ୟକୁ ସମ୍ବୋଧନ କରି ମହାନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।
ବନ୍ଧୁ ସହଯୋଗ ପାଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ମିତ୍ର ସୁଖ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments