OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 7th July 2019

Odia Rashiphala

Odia Rashiphala

ପାରିବାରିକ ଜୀବନରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭ ହୋଇପାରେ । ବ୍ୟବସାୟରେ ପ୍ରଚୁର ଧନ ଲାଭର ସୂଚନା ମିଳୁଛି ।
ସହାୟତା ପାଇ ମନସ୍କାମନା ପୂରଣ କରିପାରନ୍ତି । ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ବରିଷ୍ଠ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି ଉପରେ ଗୁରୁତ୍ୱ ଦେବେ ।
ଉଚ୍ଚାଶାୟୀ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ସୁଖୀ ହେବେ ।
କାର୍ଯ୍ୟକରି ଚାଲିବେ; ମାତ୍ର ଦ୍ୱନ୍ଦ୍ୱରେ ପଡ଼ି ପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ, ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭ ହେବ । ନୂଆ ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ ।
ପ୍ରତ୍ୟେକ କାର୍ଯ୍ୟ ଫଳପ୍ରସୂ ହେବ । ଅଧିକ ବ୍ୟୟର ସମ୍ମୁଖୀନ ହେବେ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଚକ୍ଷୁର ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁରକଥାରେ ଶତ୍ରୁ ବଶ କରିପାରନ୍ତି ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଧନ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କର୍ମ ଚଞ୍ଚଳ ରହିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ସରକାରୀ କୃପାଲାଭ କରିବେ ।
ଆୟ ଆଶାନୁରୂପ ହୋଇପାରେ । ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଖୁବ୍ ସତର୍କତାର ସହ ଚଳିବାକୁ ପଡ଼ିବ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା ମନା ।
କାର୍ଯ୍ୟ ହାସଲ କରିବାରେ ସିଦ୍ଧହସ୍ତ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଉତ୍ସବାଦିରେ ପ୍ରିୟଜନଙ୍କ ସହିତ ସମିଳିତ ହୋଇପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ବଳଶାଳୀ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments