OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 8th March 2020

Odia Rashiphala

Odia Rashiphala

ପ୍ରତ୍ୟେକ କାର୍ଯ୍ୟ ତ୍ୱରାନ୍ୱିତ ହେବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର-ମନ୍ତ୍ରାଦି ବିଦ୍ୟାପ୍ରତି ରୁଚି ରହିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ମନପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ଭକ୍ତି ମିଳିବ। । ପୂଜା-ପାଠରେ ନିଜକୁ ନିୟୋଜିତ କରିବେ ।
ପରମ ସୌଭାଗ୍ୟଶାଳୀ ହେବେ । ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟରୁ ଅଧିକ ଧନ ମଳିପାରେ । ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି ।
ସର୍ବଶକ୍ତିମାନ୍ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନପ୍ରାପ୍ତ ହେବ । ଧନ ସମ୍ପଦ ଭରପୂର ରହିବ ।
ଚଞ୍ଚଳମନା ହୋଇପାରନ୍ତି । ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ । ସ୍ନେହ ବୋଳା କଥା କହି ପରକୁ ଆପଣାର କରିବାରେ ସକ୍ଷମ ହୋଇପାରନ୍ତି । ଜ୍ଞାନୀ ହେବେ । ଦୁଃସାହସୀ ହୋଇପାରନ୍ତି ।
ଶୁଭଯୋଗ ଅଛି । ସୁସ୍ଥ ଓ ନୀରୋଗ ଶରୀରଯୁକ୍ତ ହେବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳମନା ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । ସୁଖୀ ହେବେ ।
କର୍ତ୍ତବ୍ୟନିଷ୍ଠ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ନିଜ ପରିବାର ପ୍ରତି ସ୍ନେହ ଭାବ ରହିବ ।
ଜନମଙ୍ଗଳ ପାଇଁ ଉଦ୍ୟମ ଜାରି ରଖିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ ।
ସମ୍ମାନିତ ହୋଇପାରନ୍ତି । ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ ।
ଅସାଧ୍ୟ ସାଧନ କରିପାରନ୍ତି । ଆନନ୍ଦ ଉତ୍ସବ ଲାଗି ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ, ଧୈର୍ଯ୍ୟବାନ୍ ଓ ସୁଖୀ ହେବେ ।
ଯୋଗାଯୋଗ ଶୁଭଦାୟକ ହେବ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇ ସମ୍ମାନିତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments