OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 9th Aug 2020

Odia Rashiphala

Odia Rashiphala

ଅର୍ଥ ପାଇଁ ଅନର୍ଥ ଉପୁଜି ପାରେ । କର୍ମଚଞ୍ଚଳ ରହିବେ । ଏକାନ୍ତରେ ରହିପାରନ୍ତି । ଆଖିରେ ସାମାନ୍ୟ ପୀଡ଼ା ଦେଖାଦେଇପାରେ । ମଧୁରଭାଷୀ ଭାବେ ପରକୁ ଆପଣାର କରିପାରନ୍ତି । ରାଜଯୋଗ ଅଛି ।
ଆୟବୃଦ୍ଧିର ସୂଚନା ମିଳୁଛି । ଶରୀର ସୁସ୍ଥ ରହିବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ । ଯାତ୍ରା ଶୁଭ ହେବ ।
ଆଦର-ସମ୍ମାନ ମିଳିବ । କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ସରକାରଙ୍କ ପ୍ରିୟପାତ୍ର ହୋଇ ଧନ ଅର୍ଜନ କରିବେ । ସୁଖଭୋଗ ରହିଛି ।
ଶ୍ରମସାର୍ଥକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହୋଇପାରନ୍ତି । ଉଦ୍ୟୋଗୀ ହେବେ ।
ଆଳସ୍ୟ ପରାୟଣ ହୋଇପାରନ୍ତି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ସାମାନ୍ୟ ମାତ୍ରା‌ରେ ଲାଭଦାୟକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । ସାମାନ୍ୟ ଅସୁସ୍ଥ ହେବେ ।
କର୍ମକ୍ଷେତ୍ରରେ ପଶ୍ଚାତ୍‌ପଦ ହେବାର ପ୍ରଶ୍ନ ଉଠୁନାହିଁ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବ ଗ୍ରହଣ କରିପାରନ୍ତି । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ପତ୍ନୀଙ୍କ କଥା ମାନିବେ ।
ଯାତ୍ରା ଶୁଭଦାୟକ ହେବ । ବନ୍ଧୁମିଳନରେ ବିଶେଷ ଉପକୃତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁଜୟୀ ହୋଇପାରନ୍ତି ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ଅଧିକ ଧନ ଲାଭ ହେବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ଦାୟିତ୍ୱ ସମ୍ପନ୍ନ ହେବେ ।
ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପରିଶ୍ରମୀ ଓ ବୁଦ୍ଧିମାନ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ଭାଷୀ ହେବେ । ଆଦରଣୀୟ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ମଧୁରଭାଷୀ ହେବେ । ଉଦାର ସ୍ୱଭାବର ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଅର୍ଥ ମିଳିବ ।
ନର-ନାରାୟଣଙ୍କ ଆଶୀର୍ବାଦ ମିଳିବ । ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥପ୍ରାପ୍ତି ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments