OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 9th June 2019

Odia Rashiphala

Odia Rashiphala

ବାଧାବିଘ୍ନ ଥାଇ ମଧ୍ୟ ଉନ୍ନତି ମାର୍ଗରେ ଆଗକୁ ବଢ଼ିବେ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ବିଦ୍ୟାପ୍ରତି ରୁଚି ରହିବ । ବ୍ୟବସାୟ ଠିକ୍ ଚାଲିବ ।
କାର୍ଯ୍ୟ ଦକ୍ଷତା ଯୋଗଁ ସମ୍ମାନିତ ହେବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁଖୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି ।
ଧନଲାଭର ସୂଚନା ମିଳୁଛି । ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆସ୍ତିକସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବଅତୁଟ ରହିବ ।
ଘାତଚନ୍ଦ୍ର ଭୋଗ ହେତୁ ଖୁବ୍ ସତର୍କରେ ଚଳିବାକୁ ପଡ଼ିବ । ଅର୍ଥାଭାବ ଦେଖା ଦେଇପାରେ । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି ।
ଅଶାନ୍ତିର ଅବସାନ ଘଟିବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି । ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି ।
କ୍ଳାନ୍ତି ଅନୁଭବ କରିପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧରୁଭାଷୀ ହେବେ । ଏକାନ୍ତ ପ୍ରିୟ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ଓ ଜ୍ଞାନୀ ହୋଇପାରନ୍ତି । ଗୁପ୍ତ ବିଦ୍ୟାରେ ରୁଚି ରହିବ । ଖର୍ଚ୍ଚାନ୍ତ ହେବେ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ଉପକୃତ ହେବେ । ଆୟ ଆଶାନୁରୂପ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଲୋଭଗ୍ରସ୍ତ ହୋଇପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ ।
ଶରୀର ସୁସ୍ଥ ରହିବ । ସେବା-ପୂଜା ପ୍ରତି ଧ୍ୟାନ ଦେଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରବେ । ଧର୍ମାତ୍ମା ଓ ବିଦ୍ୱାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଅନ୍ୟଥା କାର୍ଯ୍ୟ ଉପରେ ମନ ଦେବେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ। ।
ସୁସ୍ଥ ଓ ନିରାମୟ ରହିବେ । ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଭଲରେ ଚାଲିବ । ସମାଜ ସେବା ଉପରେ ଗୁରୁତ୍ୱ ଦେବେ । ମନରେ ଅହଂଭାବ ଆସିପାରେ ।ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଅତ୍ୟନ୍ତ ଉପାଦେୟ ହୋଇପାରେ ।
ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ମନରେ ଅପଦସ୍ତ ହୋଇପାରନ୍ତି । ମନରେ ଅଶାନ୍ତି ସୃଷ୍ଟି ହୋଇପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହୋଇ ସୁଖୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments