OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 10th January 2019

Odia Rashiphala

Odia Rashiphala

ମାନସିକ ଶାନ୍ତି ଫେରି ପାଇବେ । ସରକାରୀ ଅନ୍ୟାନ୍ୟ ସ୍ତରରୁ ଆୟ ଆସିପାରେ । ସୁସ୍ଥ ଓ ନିରାମୟ ହେବେ । ଯଶସ୍ୱୀ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଲୋକପ୍ରିୟତା ଅର୍ଜନ କରିବେ ।
ଉଚ୍ଚ କତ୍ତୃପକ୍ଷଙ୍କ ସହ ସୁ-ସମ୍ପର୍କ ରହିବ । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କୁଳ ଉଜ୍ଜଳକାରୀ ହେବେ । ମନରେ ପ୍ରସନ୍ନତା ଦେଖାଦେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭରେ ଚାଲିବ ।
ଲାଗି ରହିଥିବା ବିବାଦ ନିର୍ବିଘ୍ନରେ ସମାଧାନ ହୋଇପାରେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ୍‌, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ପାରସ୍ପରିକ ବୁଝାବଣା ଠିକ୍ ରହିବ । ବାଦ-ବିବାଦର ସମାଧାନ ହେବ । ଉଦାର ସ୍ୱଭାବର ହେବେ । ଦାନ ଧର୍ମରେ ଦୀକ୍ଷୀତ ହୋଇପାରନ୍ତି । ବିଶିଷ୍ଟ ବ୍ୟକ୍ତିଭାବେ ମର୍ଯ୍ୟାଦା ମିଳିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ରରୁ ଲାଭ ପାଇବେ ।
ବହୁ ସହଯୋଗୀ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ମନରେ ଅହଂଭାବ ଆସିପାରେ । ପତ୍ନୀଙ୍କ ପରାମର୍ଶର ଉପାଦେୟ ହେବ । କାର୍ଯ୍ୟରେ ସଫଳ ହେବେ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତୃହନ୍ତା ହୋଇପାରନ୍ତି । ଚାକିରୀ କ୍ଷେତ୍ରରେ ଢେର୍ ସୁନାମର ଅଧିକାରୀ ହେବେ । କାର୍ଯ୍ୟ କ୍ଷେତ୍ରକୁ ଶୃଙ୍ଖଳିତ କରିପାରନ୍ତି । ବିପଦ ଏଡ଼ାଇ ଆଗକୁ ବଢ଼ିବେ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଲ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳିବ । ବ୍ୟବସାୟରୁ ପ୍ରନ୍ଥର ଧନଲାଭ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ପାରସ୍ପରିକ ବୁଝାବଣା ଠିକ୍ ରହିବ । ବାଦ-ବିବାଦର ସମାଧାନ ହେବ । ଉଦାର ସ୍ୱଭାବର ହେବେ । ଦାନ ଧର୍ମରେ ଦୀକ୍ଷୀତ ହୋଇପାରନ୍ତି । ବିଶିଷ୍ଟ ବ୍ୟକ୍ତିଭାବେ ମର୍ଯ୍ୟାଦା ମିଳିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ରରୁ ଲାଭ ପାଇବେ ।
ବିଭିନ୍ନ ସ୍ତରରୁ ସୁପରାମର୍ଶ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିଙ୍କର ଆଧାର ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ , ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି ।
କୌଣସି ଅପରିଚିତ ବ୍ୟକ୍ତିଙ୍କ ଦ୍ୱାରା ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ହସଲ କରିବେ । ଭାବୁଥିବା କାମଟିକୁ ସମ୍ପୂର୍ଣ୍ଣ କରିବା ପାଇଁ ବନ୍ଧୁଙ୍କର ସାହାଯ୍ୟ ଭିକ୍ଷ୍ୟା କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ମହିଳାମାନେ ଅଶାନ୍ତି ରହିବେ ।
କିଛି ସମୟ ପାଇଁ ବ୍ୟକ୍ତିଗତ କାର୍ଯ୍ୟ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ଜିଣି ଧନଲାଭ ହେବାର ସୂଚନା ଅଛି ।
 ପରିଶ୍ରମ ଯେତେ ଅଧିକ କଲେ ବି ସଫଳତା ମିଳିବା କଷ୍ଟସାଧ୍ୟ ହେବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହେବେ ।

For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments