OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 11th July 2019

Odia Rashiphala

Odia Rashiphala

ବିଭିନ୍ନ ସ୍ତରରୁ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟ ଲାଭଜନକ ହେବ । ଜନସାଧାରଣଙ୍କ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ପରାୟଣ ହୋଇପାରନ୍ତି ।
ଧନ ସଞ୍ଚୟ ପାଇଁ ଆଗ୍ରହୀ ହେବେ । ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ସହଜରେ ସମ୍ପାଦନ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହି ଶତ୍ରୁ ଦମନ କରିବେ ।
ଦେହ ଭଲ ରହିବ । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଚଞ୍ଚଳ ପ୍ରକୃତିର ହେବେ । ଆସନ୍ନ ପ୍ରସବା ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ଦିଅଁ ଦର୍ଶନର ସୁଯୋଗ ମିଳିପାରେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ସୁଖୁ ହେବେ । ସମ୍ମାନସ୍ପଦ ବ୍ୟକ୍ତି-ବିଶେଷ ହୋଇପାରନ୍ତି । କୃଷି କର୍ମକାରୀ ହେବେ । ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ ।
ଗୁରୁଜନଙ୍କ ସ୍ନେହାଧୀନ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିବେ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।
ଗୁରୁଜନଙ୍କ ପ୍ରିୟ ଭାଜନ ହେବେ । ଆଳସ୍ୟ ପରିତ୍ୟାଗ କଲେ ବହୁ ସଫଳର ଅଧିକାରୀ ହୋଇପାରନ୍ତି । ସୌଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିବେ ।
ଦାୟିତ୍ୱବାନ୍ ହୋଇପାରନ୍ତି । ଅଧିକାର ସାବ୍ୟସ୍ତ କରିବାରେ ସକ୍ଷମ ହେବେ । ନିଜେ କରିଥିବା ସୁକର୍ମ ପାଇଁ ଆତ୍ମ ସନ୍ତୋଷ ଲାଭ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ । ସୁସ୍ୱାଦୁ ଖାଦ୍ୟ ମିଳିବ ।
ଅଜଣା ଲୋକ ଦ୍ୱାରା ଉପକୃତ ହେବେ । ବାଧା-ବିଘ୍ନକୁ ଏଡ଼ାଇ କାର୍ଯ୍ୟ କରି ଚାଲିବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତପ୍ରିୟ, ନେତ୍ରଭୋଗୀ ଓ ମଧୁରଭାଷୀ ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି ।
ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ । ମୂଲ୍ୟବାନ୍ ଦ୍ରବ୍ୟ ଲାଭର ସୁଯୋଗ ସୃଷ୍ଟି ହୋଇଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସମ୍ମାନିତ ହେବେ ।
ସରକାରଙ୍କ କୃପା ପାତ୍ର ହୋଇ ଆତ୍ମ-ସନ୍ତୋଷ ଲାଭ କରିବେ । କୁଳ ଉଜ୍ଜ୍ୱଳ କରିପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ ।
ଯେତେ ବିଶୃଙ୍ଖଳା ଉପୁଜିଲେ ବି, କାର୍ଯ୍ୟକ୍ଷେତ୍ରରେ ଆଗକୁ ବଢ଼ିବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍ ଓ ସାହସୀ ହେବେ ।
କେତେକ ଅବାଞ୍ଛିତ ଘଟଣା ଘଟି ପାରେ । ସୁଖ ମିଳିବା କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments