![]() |
କର୍ତ୍ତବ୍ୟ ପାଳନରେ ବ୍ରତୀ ହୋଇ ପାରନ୍ତି କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଦୟାର୍ଦ୍ଦ ଚିତ୍ତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ । |
ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହୋଇପାରନ୍ତି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ସୁଖ ମିଳିବ । | |
ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । | |
ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମନରେ ଗର୍ବଭାବ ବହନ କରିପାରନ୍ତି । | |
ଶତ୍ରୁ ଉପରେ ତୀକ୍ଷ୍ଣ ନଜର ରଖିବାକୁ ପଡ଼ିବ । ଭାଇମାନଙ୍କ ସହଯୋଗ ମିଳିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ । | |
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ବିଦ୍ୟାଭ୍ୟାସୀ ହେବେ । | |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । କୃଷି କର୍ମକାରୀ ହେବେ । ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । | |
ଉଚ୍ଚାକାଂକ୍ଷୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । ସର୍ବତ୍ର ବିଜୟୀ ହେବେ । | |
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ । ଧନଯୁକ୍ତ ହୋଇପାରନ୍ତି । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ନୂଆ ବନ୍ଧୁଙ୍କ ସହ ସମ୍ପର୍କ ବଢ଼ିବ । | |
କର୍ମଚଞ୍ଚଳ ରହିବେ । କେହି ପଥରୋଧର ଉଦ୍ୟମ ଚଳାଇପାରନ୍ତି । ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଷା ମଧୁର ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଆୟ ଯଥେଷ୍ଟ ପରିମାଣର ହେବ । ସୁସ୍ଥ ଓ ନିରାମୟ ରହିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। |
Odia Calendar 2021
Comments
comments