OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 12th Sep 2019

Odia Rashiphala

Odia Rashiphala

ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ । ଶରୀର ସୁସ୍ଥ ରହିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥ ମିଳିବ ।
ଶ୍ରମ ସାର୍ଥକ ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିବେ । ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ରହିବ ।
ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପରିବେଶକୁ ନେଇ ଦୁଶ୍ଚିନ୍ତାରେ ବୁଡିପାରନ୍ତି । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସର୍ଦ୍ଦି-କଫଜନିତ ପୀଡ଼ା ଉପୁଜି ପାରେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ଭୟମୁକ୍ତ ହୋଇପାରନ୍ତି । ବନ୍ଧୁ ସହଯୋଗ ମିଳିବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ପତ୍ନୀଙ୍କ ପରାମର୍ଶରେ ଯଶସ୍ୱୀ ହେବେ ।
ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ବନ୍ଧୁ ମିଳନ ଘଟିପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚାକିରିକ୍ଷେତ୍ରରେ ସୁନାମର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ।
ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ । ବ୍ୟବସାୟ ଲାଭଜନକ ହେବ ।
ଦାୟିତ୍ୱରେ ପରିବର୍ତ୍ତନ ଘଟିପାରେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି । ଶରୀର ସୁସ୍ଥ ରହିବ । କୃଷି ଉପରେ ଜରୁରୀ ଧ୍ୟାନ ଦେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ଅର୍ଜନ କରିଥିବା ଅଭିଜ୍ଞତା କାର୍ଯ୍ୟରେ ଲଗାଇ ବିଶେଷ ଉପକୃତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଭକ୍ତି ଆଦର ଓ ସମ୍ମାନ ମିଳିବ ।
କାର୍ଯ୍ୟକ୍ଷେତ୍ରରେ ପ୍ରଚଳିତ ପଦ୍ଧତିକୁ ବନ୍ଦ କରି ନୂତନ ପଦକ୍ଷେପ ନେବେ । ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ପତ୍ନୀ ବିଳାସୀ ହେବା ଆଶା କରାଯାଏ । ମିତ୍ର ସୁଖଲାଭ କରିବେ ।
ଆପଣଙ୍କ ପ୍ରଭାବ ସୁଦୂର ପ୍ରସାରୀ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ପ୍ରାପ୍ତ ହେବେ ।
ଚିନ୍ତା ଗ୍ରସ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା କଫରେ ସାମାନ୍ୟ ପୀଡ଼ା ଭୋଗ କରିବେ । ମଧୁର କଥା କହି ପରକୁ ଆପଣାର କରିବାର କଳା ଆପଣଙ୍କ ଠାରେ ଅଛି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାହସର ସହ କାର୍ଯ୍ୟ କରିବେ । ଜ୍ଞାନ-ଗରିମାଯୁକ୍ତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments