OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 13th Feb 2020

Odia Rashiphala

Odia Rashiphala

ଶତ୍ରୁ ଯେତେ ବଳବାନ୍ ହେଉ ନା କାହିଁକି ତାକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଉତ୍ତମ ଖବର ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଋଣ ପରିଶୋଧ କରିବେ ।
ପଢ଼ା ପଢ଼ିରେ ମନୋନିବେଶ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଉତ୍‌ଫୁଲ୍ଲିତ ହେବେ । ଦିନଟି ଭିତରେ ମଧ୍ୟମ ଧରଣର ଫଳ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଜନପ୍ରିୟ ଓ ସନ୍‌ମାର୍ଗୀ ହେବେ ।
କଳହଠାରୁ ନିଜକୁ ମୁକ୍ତ ରଖି ପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶ୍ରମ ଯେତେ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ବହୁମିତ୍ର ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ସର୍ବଦା ସତ୍‌ପଥଗାମୀ ହୋଇପାରନ୍ତି ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଆର୍ଥିକ ସ୍ଥିତରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତିର ମାତ୍ରା କମିବ । ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି ।
ପରୋପକାରୀ ହେବେ । ତ୍ୟାଗଶୀଳ ଓ ନୀତିଜ୍ଞ ହେବେ । ବିବିଧ ଧନଯୁକ୍ତ ହୋଇପାରନ୍ତି । ଚଞ୍ଚଳମନା ହେବେ । ଚିତ୍ତ ସନ୍ତୁଷ୍ଟ ହେବ । ଅତି ସୁଖୀ ହୋଇପାରନ୍ତି । କୀର୍ତ୍ତିମାନ ହେବେ । ସହିଷ୍ଣୁ ମୌମ୍ୟ ମୂର୍ତ୍ତି ସମ୍ପନ୍ନ ହୋଇପାରନ୍ତି ।
ବହୁ ଶୁଭଫଳ ଆଶାକରାଯାଏ । ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ଉନ୍ନତମାନର ହେବ । ରାଜଧନ ମିଳିବ ।
ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟରେ ବାଧା-ବିଘ୍ନ ଉପୁଜି ପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସ୍ୱଳ୍ପ ଅର୍ଥ ମିଳିବ ।
ହାତରୁ ଖସି ଯାଇଥିବା କାର୍ଯ୍ୟକୁ ପୁଣି କରାୟତ୍ତ କରିପାରନ୍ତି । ଆୟ ଆଶାନୁରୂପ ହେବ । ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିୟୋଜିତ ହେବେ । ଅର୍ଥ ପ୍ରାପ୍ତର ସୁଯୋଗ ଅଛି ।
ଯାହା ଇଚ୍ଛା କରିବେ; ତାହା ପାଇପାରନ୍ତି । କର୍ତ୍ତବ୍ୟନିଷ୍ଠ ହେବେ । ଶୁଭ ଖବରରେ ମନ ଉଲ୍ଲସିତ ହୋଇପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଆର୍ଥିକ ସ୍ଥିତି ଅଧିକ ମଜଭୁତ ହେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ସେବା-ପୂଜାକୁ ଆଦରି ନେଇପାରନ୍ତି । କ୍ଷମତାରେ ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଶ୍ରବଣ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ । ଯାନବାହନ ଚଳାଚଳ, ଉଚ୍ଛସ୍ଥାନ ଆରୋହଣ ଓ ଜଳଯାତ୍ରାରେ ସତର୍କ ରହିବାକୁ ପଡ଼ିବ । ସ୍ୱାଭିମାନୀ ହେବେ । ସ୍ୱଳ୍ପ ଆୟ ହୋଇପାରେ ।
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ଆସିପାରେ । ମିତ୍ର ମାନଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ସୁଭୋଜନ ପାଇ ଆନନ୍ଦ ଉପଭୋଗ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments