OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 13th May 2021

Odia Rashiphala

Odia Rashiphala

ଭାଗ୍ୟଶାଳୀ ହୋଇ ପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁର ଭାଷା, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହେବା ଆଶା କରାଯାଏ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉତ୍ତମ ମିତ୍ରର ସାନିଧ୍ୟ ଓ ପରାମର୍ଶ ମିଳିବ ।
ସୁଖ-ସମ୍ମାନ ଲାଭ କରିବେ । ଆୟ ଉତ୍ତମ ଧରଣର ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି । ସମ୍ପତ୍ତିବାନ୍ ହେବେ ।
ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କର୍ମ ଚଞ୍ଚଳ ରହିବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ସାମୟିକ ଭାବେ ନିରୋଳା ଜୀବନଯାପନ କରିପାରନ୍ତି । ମଧୁର କଥା କହି ପରକୁ ଆପଣାର କରିବେ । ସାହସୀ ଓ ଜ୍ଞାନୀ ହେବେ ।
ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶ୍ୱସୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ଜ୍ୱରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ ।
ପ୍ରଶାସନର ଅନୁରକ୍ତ ହୋଇ ପାରନ୍ତି । କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସ୍ୱାସ୍ଥ୍ୟ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ୍ୱସୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ ।
ମନରେ ସେବାଭାବ ଜାଗ୍ରତ ହୋଇପାରେ । ଭାଗ୍ୟଶାଳୀ ହେବେ । ଭୋଗବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି । ପରିସ୍ଥିତିରେ ପଡ଼ି ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ମିତ୍ରମାନେ କରଛଡ଼ା ଦେଇ ପାରନ୍ତି । ପ୍ରତ୍ୟେକ କାର୍ଯ୍ୟରେ ସତର୍କ ହେବେ ।
ବନ୍ଧୁ ଓ ଆତ୍ମୀୟ ଲୋକଙ୍କ ସହଯୋଗ ପାଇ ଖୁସି ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜସେବାରେ ନିୟୋଜିତ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ଉପକୃତ ହେବେ ।
ସ୍ୱକାର୍ଯ୍ୟ ଶୈଳୀରେ ଆତ୍ମସନ୍ତୋଷ ମିଳିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହେବା ଆଶା କରାଯାଏ । କୋଷ୍ଟକାଠିନ୍ୟରେ ସାମାନ୍ୟ ପେଟ ଯନ୍ତ୍ରଣା ଅନୁଭବ କରିପାରନ୍ତି ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଲଟେରି ଲାଭ ମିଳିପାରେ ।
ଉଦାର ପ୍ରକୃତିର ହେବେ । ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭ ମିଳିପାରେ । ପ୍ରେମୀ ଓ ବୁଦ୍ଧିମାନ ହେବେ ।
ସାଧନରେ ସିଦ୍ଧିପ୍ରାପ୍ତ ହେବେ । ମଧୁର ଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments