OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 14th February 2019

Odia Rashiphala

Odia Rashiphala

ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତି ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ତ୍ୟାଗପୂତ ଜୀବନ ନିର୍ବାହ କରିବେ । ନୀତିନିଷ୍ଠ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ସୁତ୍ରରୂ ଧନଲାଭର ସୂଚନା ମିଳୁଛି । ଦ୍ରବ୍ୟ ଲାଭ ହୋଇପାରେ । କାର୍ଯ୍ୟରେ ସଫଳ ହେବେ । ଦିନଟି ସୁଖ-ଶାନ୍ତିମୟ ହେବ ।
ଅଧିକ ପରିଶ୍ରମ କରି ଉନ୍ନତିର ସୋପାନ ଚଢ଼ିବେ । ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ବ୍ୟୟ ବୃଦ୍ଧିହେବାର ସୂଚନା ମିଳୁଛି । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି । ସ୍ନେହବୋଳା କଥା କହି ପରକୁ ଆପଣାର କରିବେ ।
ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ପ୍ରତ୍ୟେକ କାର୍ଯ୍ୟରେ ସୁଖ-ସନ୍ତୋଷ ମିଳିବ । କର୍ମକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆୟ ଉତ୍ତମ ଧରଣର ହେବ । ସରକାରୀ ମାନ୍ୟତା ସହ ଧନ ମିଳିବ ।
ଆଶା କରୁଥିବା ସାହାଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ବିସ୍ତାର କରିବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ପାରିବାରିକ ସୁଖ- ସମୃଦ୍ଧି ବୃଦ୍ଧି ପାଇବ । ମାନ୍ୟତା ପ୍ରାପ୍ତ ହେବେ । ସରକାରୀ ଅର୍ଥ ମିଳିବ । ଯଶସ୍ୱୀ ହେବେ ।
ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି । ସେବା ପରାୟଣ ହେବେ । ନିଜର ବୈଶିଷ୍ଟ୍ୟତା ପ୍ରକାଶ କରିପାରନ୍ତି । ଜନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଆନନ୍ଦ ଉତ୍ସବ ଲାଗି ରହିବ ।
ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ମନ ଦୁର୍ବଳ ରହିବ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଚାଲୁ ରହିଥିବା କାର୍ଯ୍ୟ ଅଧାରୁ ଅଟକି ଯାଇପାରେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
କାର୍ଯ୍ୟରୁ ଆଗ୍ରହ ହରାଇ ପାରନ୍ତି । ଅଧିକ କାର୍ଯ୍ୟ କରି କଷ୍ଟ ସହିବାକୁ ପଡ଼ିବ; ମାତ୍ର ତା’ର ମୂଲ୍ୟ ମିଳିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ପରିବାରର କଲ୍ୟାଣମୂଳକ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରୁ ଲାଭ ମିଳିବ ।
ଯାତ୍ରା କାଳୀନ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଧନପ୍ରାପ୍ତିର ସମ୍ଭାବନା ଅଛି । ଶୁଭ ଚିନ୍ତକମାନଙ୍କ ସହାୟତା ମିଳିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶତ୍ରୁ ପଛଘୁଞ୍ଚା ଦେବ ।
ବାଣିଜ୍ୟ ବ୍ୟବସାୟ ଲାଭଜନକ ହେବ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସାଧନା ଫଳବତୀ ହେବ । ସୁଖ-ସମ୍ଭୋଗ କରିପାରନ୍ତି । ହଠାତ୍ କିଛି ଅର୍ଥ ମିଳିପାରେ । ସୁସ୍ଥ ରହିବେ ।
ମାଲି-ମୋକଦ୍ଦମାରେ ବିଜୟ ଲାଭ କରିପାରନ୍ତି । କଳହମୁକ୍ତ ରହିବା ଆପଣଙ୍କ ପକ୍ଷେ ଭଲ । ଧନହାନି ଘଟିପାରେ । ଯାନବାହନ ସୁଖ ମିଳିପାରେ । ଗୃହର ପରିବେଶ ପ୍ରଦୂଷଣମୁକ୍ତ ହେବ । ଶାସ୍ତ୍ରଜ୍ଞ ହେବେ । ନୀତି ନିୟମ ମାନି ଚଳିବେ ।
ଯାତ୍ରାକାଳୀନ ସତର୍କତା ଏକାନ୍ତ ଜରୁରୀ । କାର୍ଯ୍ୟକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଧର୍ମ-କର୍ମ ସଂପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପଦୋନ୍ନତି ପାଇବାର ସୂଚନା ମିଳୁଛି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments