![]() |
ନିଜ ପରିବାରର ଆଦର୍ଶବାଦୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାର୍ଦ ଚିତ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସୁଖ ମିଳିବ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ସୁଖୀ ହେବେ । ଧର୍ମାତ୍ମା ଓ ବିଦ୍ୱାନ୍ ହେବେ । ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । |
![]() |
ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଜଳଯାତ୍ରା ନ କରିବା ଭଲ । ବ୍ୟବସାୟରୁ ଲାଭ ମିଳିବ । |
![]() |
ବାଣିଜ୍ୟ ବେପାର ଲାଭରେ ଚାଲିବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ବିବାହ ସ୍ଥିର ହେବ । |
![]() |
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ଯନ୍ତ୍ରଣା ଉପୁଜିପାରେ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ବହୁ ଶୁଭଫଳ ମିଳିପାରେ । ଚାକିରିରେ ସୁନାମ ଅର୍ଜନ କରିବେ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ମାନସିକ ସ୍ତରରେ ପୀଡ଼ିତ ହୋଇପାରନ୍ତି । |
![]() |
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । |
![]() |
ମନପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିପାରେ । ଧାର୍ମିକ ଓ ବନ୍ଧୁପ୍ରେମୀ ହୋଇପାରନ୍ତି । |
![]() |
ପରମ ଭାଗ୍ୟଶାଳୀ ହେବେ । ମଧୁରଭାଷୀ ଓ ସହନଶୀଳ ହେବେ । ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କ ଠାରୁ ସହଯୋଗ ମିଳିବ । ବ୍ୟବସାୟରୁ ଅଧିକ ଧନଲାଭର ହୋଇପାରେ । ପରୋପକାରୀ ହେବେ । |
![]() |
ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ଯବାନମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ । ବହୁ ସମ୍ପଦର ଅଧିକାରୀ ହେବେ । ଲୋକପ୍ରିୟ ହେବେ । ସାମାଜିକ ସ୍ତରରେ ଗୌରବପ୍ରାପ୍ତ ହେବେ । |
![]() |
କର୍ମଚଞ୍ଚଳ ରହିବେ । ଧର୍ମୀୟ କାର୍ଯ୍ୟରେ ଅଧିକ ଧନବ୍ୟୟ କରିପାରନ୍ତି । ସ୍ନେହପୂର୍ଣ୍ଣ ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ନୀତିନିଷ୍ଠ ହେବେ । ଯୁଦ୍ଧ ଯାତ୍ରା ପାଇଁ ସମୟ ଅନୁକୂଳ ରହିଛି । କରିତ୍କର୍ମା ହେବେ । |
![]() |
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ଓ ଜ୍ୟୋତିର୍ବିଜ୍ଞାନ ପ୍ରତି ରୁଚି ରହିବ । ଗୃହ ଓ ଯାନ ବାହନ ସୁଖ ମିଳିପାରେ । |