OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 15th Oct 2020

Odia Rashiphala

Odia Rashiphala

ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟ ଭଲରେ ଚାଲିବ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତ ଉପରେ ଗୁରୁତ୍ୱ ଦେବେ । ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ଆଜି ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର ଭାଷୀ ହୋଇପାରନ୍ତି । ଧାର୍ମିକ ଓ ବନ୍ଧୁ ପ୍ରେମୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ସାହସୀ ହେବେ ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାବାନ୍, ଗୁଣୀ ଓ ଚତୁର ହେବେ । ମିତ୍ର ସୁଖ ମିଳିବ । ଧନାଗମ ହେବାର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସମ୍ମାନ ମିଳିବ ।
ଶୁଭ ଚିନ୍ତକମାନଙ୍କ ପାଖକୁ ମନ ଟାଣି ହୋଇପାରେ । ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁରଭାଷୀ ହେବେ । ପରକୁ ଆପଣାର କରିପାରନ୍ତି । ଗୁପ୍ତବିଦ୍ୟାରେ ରୁଚି ରହିବ । ସାହସୀ ଓ ଜ୍ଞାନୀ ହେବେ ।
ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାର ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୁଯୋଗ ଅଛି ।
ଚଞ୍ଚଳ ଚେଷ୍ଟିତ ହେବେ । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ ।
ସେବା ମନୋଭାବର ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ସ୍ୱାଭିମାନୀ ହୋଇପାରନ୍ତି । ବିରୋଧକୁ ଏଡ଼ାଇ କାର୍ଯ୍ୟରେ ଅଗ୍ରଗାମୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ବନ୍ଧୁ ସହାୟତା ପାଇ ଅସାଧ୍ୟ ସାଧନ କରିବାରେ ପାରଙ୍ଗମ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହେବେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments