OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 17th Dec 2020

Odia Rashiphala

Odia Rashiphala

ନିଜ ଜ୍ଞାନ ଗରିମା ପ୍ରୟୋଗ କରି କାର୍ଯ୍ୟ କରି ଚାଲିବେ । କର୍ମତତ୍ପର ରହିବେ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ସେବା ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ସୁଖୀ ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ପ୍ରବଳ ଉଦ୍ୟୋଗୀ ହେବେ ।
ସୁଖ ମିଳିବା କଷ୍ଟକର ବ୍ୟପାର । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ ।
ବନ୍ଧୁ ମିଳନ ଘଟିବାର ସୁଯୋଗ ଅଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଖର୍ଚ୍ଚାନ୍ତ ପାଇଁ ବିଚଳିତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଶାରୀରିକ ଶକ୍ତି ସମ୍ପନ୍ନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ । ସୁସ୍ଥ ରହିବେ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ଉନ୍ନତ ଧରଣର କାର୍ଯ୍ୟ ପ୍ରାପ୍ତି ପାଇଁ ଆଶାବାଦୀ ହେବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ମିଳିବ ।
ଅସାଧୁ କର୍ମଚାରୀଙ୍କ ପ୍ରତି ଘୃଣାଭାବ ଆଣି ପାରନ୍ତି । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଅସଂପୂର୍ଣ୍ଣ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସଫଳ ହେବେ । ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବାର ସୁଯୋଗ ଅଛି । ସମ୍ପତ୍ତିବାନ୍ ହେବେ ।
ଆତ୍ମସଂଯମୀ ହୋଇ କାର୍ଯ୍ୟ କରିବେ । ପଥରୋଧକାରୀ ମାନେ ବିଫଳ ହେବେ । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର ସମ୍ଭାଷଣରେ ଅଧସ୍ଥନକୁ ଆପଣାର କରିପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ହେବ ।
ବିଷମ ସମସ୍ୟାକୁ ପାରି ହୋଇ ଶତ୍ରୁପକ୍ଷକୁ ଉଚିତ୍ ଯବାବ୍ ଦେବେ । ସୁସ୍ଥ ରହିବେ । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଯଶସ୍ୱୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments