OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 17th Oct 2019

Odia Rashiphala

Odia Rashiphala

ମାଙ୍ଗଳିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ସମ୍ମାନସ୍ପଦ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
ଆଶାବାଦୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବାର ସୂଚନା ମିଳୁଛି । ଧନ-ସମ୍ପଦ ଭରପୂର ରହିବ । ଉତ୍ତମ ଭୋଜନ ମିଳିବ । ସୁସ୍ଥ ରହିବେ ।
ଦ୍ରବ୍ୟ ଲାଭର ସୁଯୋଗ ଅଛି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି । ମଧୁରଭାଷୀ ହେବେ । ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ ।
କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଆୟ ପ୍ରଚୁର ପରିମାଣର ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ମହିଳାମାନେ ଯତ୍ନଶୀଳା ହେବେ । ବିଦ୍ୟାର୍ଥୀ ଯତ୍ନବାନ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଦୟାଳୁ ସ୍ୱଭାବର ହେବେ । ଯଶ ଅର୍ଜନ କରିପାରନ୍ତି ।
ଧନବାନ୍ ହେତୁ ସୁଖଭୋଗ କରିପାରନ୍ତି । ସେବା-ପୂଜାରେ ନିମଗ୍ନ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ବନ୍ଧୁମେଳରେ ଅପ୍ରିୟ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ ।
ବନ୍ଧୁ ସହଯୋଗ ପାଇପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଚଳିବାକୁ ପଡ଼ିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ଇଙ୍ଗିତରେ ଚଳିବେ ।
ସ୍ଥାନାନ୍ତର ହେବାର ସୂଚନା ମିଳୁଛି । ଶତ୍ରୁ ଉପରେ କଡ଼ାନଜର ରଖିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ମିଳିବ ।
ସମ୍ପତ୍ତିବାନ୍ ହୋଇପାରନ୍ତି । କୌଣସି କାରଣରୁ ଅନୁତପ୍ତ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ । ସୁଖୀ ହେବେ ।
ନିର୍ମାଣ କାର୍ଯ୍ୟର ଅଗ୍ରଗତି ଘଟାଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଧର୍ମରେ ବିଶ୍ୱାସୀ ହେବେ । ସୁଖୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟାଇ ସମ୍ମାନିତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ଜଳପ୍ରତି ଆଦରପ୍ରେମୀ ହେବେ ।
ସମ୍ପଦରେ ବୃଦ୍ଧି ଘଟିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । କଫ, ଜ୍ୱରରେ ପୀଡ଼ିତ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁ ପ୍ରେମୀ ଓ ବିଦ୍ୱାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments