OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 19th March 2020

Odia Rashiphala

Odia Rashiphala

ପରିଶ୍ରମର ଉପଯୁକ୍ତ ମୂଲ୍ୟାଙ୍କନ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
ଲୋକ ସଂପର୍କ ବୃଦ୍ଧି ପାଇବ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଯାନବାହନ ଚଳାଚଳ, ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରାରେ ବିପଦ ଅଛି । ସାମାନ୍ୟ ଅସୁସ୍ଥତା ଦେଖା ଦେଇପାରେ ।
ବ୍ୟବସାୟ ଲାଭଜନକ ହେବ । ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି । ନିଜ କୃତ କର୍ମ ପାଇଁ ଗର୍ବ ଅନୁଭବ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଧୀରେ ସୁସ୍ଥେ କାର୍ଯ୍ୟ କଲେ ସଫଳ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ବନ୍ଧୁ ମିଳନର ସମ୍ଭାବନା ଅଛି । ବଦଖର୍ଚ୍ଚୀ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ ।
ଘାତ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଆଶା କରୁ ନ ଥିବା ସ୍ଥାନରୁ ଧନାଗମ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି କର୍ମରେ ନିଜକୁ ନିୟୋଜିତ କରିବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ପାଇବାର ସୂଚନା ମିଳୁଛି । ନିଜ ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି ।
ଶୁଭକାର୍ଯ୍ୟ କରିପାରନ୍ତି । ମନ ପ୍ରସନ୍ନ ରହିବ । ଧାର୍ମିକ ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ମେଳାପୀ ପ୍ରେମୀ, ସାହସୀ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ସୌଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପ୍ରବାସୀ, ସହନଶୀଳ, ଶାନ୍ତିପ୍ରିୟ, ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି । ବ୍ୟବସାୟ ଭଲରେ ଚାଲିବ ।
ଜନସାଧାରଣଙ୍କ କଲ୍ୟାଣଭାଜନ ହୋଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ଆୟ ଆଶାନୁରୂପ ହେବ ।
ସାମୟିକ ଭାବେ ମନରେ ନୈରାଶ୍ୟ ଭାବ ଜାତ ହୋଇପାରେ । କର୍ମକ୍ଷେତ୍ରରେ ଚଳ-ଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ମଧୁରଭାଷାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ ।
କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରଙ୍କ କୃପାପାତ୍ର ହେବେ । କାର୍ଯ୍ୟରେ ଚଳଚଞ୍ଚଳ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments