OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 19th Sep 2019

Odia Rashiphala

Odia Rashiphala

ସ୍ମରଣ ଶକ୍ତି ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ମଳିବ । ଭଲ ଆୟ ହେବ । ସରକାରୀ ବା ବନ୍ଧୁସୂତ୍ରରୁ ଲାଭ ମିଳିବ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ମହତ ହେବ ।
ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଆଶ୍ୱସ୍ତି ପାଇ ଚିନ୍ତା ମୁକ୍ତ ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । କଥାଶୈଳୀରେ ପରକୁ ଆପଣାର କରିପାରନ୍ତି ।
ମାନସିକ ଅଶାନ୍ତି ଦୂର ହେବ । ମୂଲ୍ୟବାନ୍ ଦ୍ରବ୍ୟଲାଭ ହୋଇପାରେ । ସୁ-ସମ୍ୱାଦ ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ଦିନଟି ମଧ୍ୟମ ଧରଣର । ଅର୍ଥପ୍ରାପ୍ତିର ସୂଚନା ମିଳୁଛି ।
ନିଜକୁ ନିଜେ ସାନ୍ତ୍ୱନା ଦେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
ଆର୍ଥିକ ଅବସ୍ଥାର ଉନ୍ନତି ଘଟିବ । ହୃଦୟରେ ଭକ୍ତିଭାବ ଉଦ୍ରେକ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଶୁଣିବେ ।
ଅର୍ଥ ସଙ୍କଟ ଦେଖାଦେଇ ପାରେ । କାର୍ଯ୍ୟ ବିଳମ୍ବିତ ହେବାର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚାଳନାରେ ସତର୍କ ହେବେ ।
ବନ୍ଧୁ ସହଯୋଗ ପାଇ ଖୁସି ହେବେ । ସୁଖ-ସମ୍ମାନ ଲାଭ କରିବେ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରକୁ ସଫଳ ରୂପାୟନ କରିବାରେ ପାରଙ୍ଗମ ହେବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଖାଦ୍ୟ ପାଇଁ ଆନନ୍ଦ ଉପଭୋଗ କରିବେ ।
ବ୍ୟବସାୟ କ୍ଷେତ୍ର ଆନନ୍ଦର ଲହଡି ସୃଷ୍ଟି ହେବ । ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ମିଳିପାରେ । ଶୁଭକାର୍ଯ୍ୟ ଯୋଗୁଁ ସମୟ ଅନୁକୂଳ ଅଛି । ଋଣ ପରିଶୋଧ କରିପାରନ୍ତି ।
ଧୀରେ ସୁସ୍ଥେ କାର୍ଯ୍ୟକର ସଫଳତା ହାସଲ କରିବେ । ନିରବ ଭାବ ପ୍ରଦର୍ଶନ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭଖବର ପାଇ ଭାବବିହ୍ୱଳ ହୋଇପାରନ୍ତି । ଦିନଟି ମଧ୍ୟମ ଧରଣର । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟ ଲାଭଜନକ ହେବ ।
ବିପଦର ସମ୍ମୁଖୀନ ହୋଇପାରନ୍ତି । କଳହଠାରୁ ଦୂରେଇ ରହିବେ । ଶ୍ରମ ସାର୍ଥକ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । କଲ୍ୟାଣ ଚନ୍ଦ୍ର ଭୋଗ ହେଉଥିବାରୁ ସମସ୍ତ କଳ୍ମଷ ଦୂର ହୋଇପାରେ । ବାସଗୃହ ପ୍ରଦୂଷଣମୁକ୍ତ ହେବ ।
ନିଜ କାର୍ଯ୍ୟକୁ ପଛରେ ପକାଇ ଅନ୍ୟ ପାଇଁ କାର୍ଯ୍ୟ କରିପାରନ୍ତି । ମନୋବଳ ଦୃଢ଼ ରହିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ଅନୁକୂଳ ରହିଛି । ଭଗବତ୍ ଚିନ୍ତକ ହେବେ । ଅଶାନ୍ତି ଦୂର ହେବ । ସରକାରୀ ଲାଭ ମିଳିବ ।
ଅଧିକାର ସାବ୍ୟସ୍ତ କରିବାରେ ସଫଳ ହେବେ । ପରିଶ୍ରମର ମୂଲ୍ୟ ମିଳିବ । ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି । ଭାଗ୍ୟବାନ୍ ହୋଇପାରନ୍ତି । ଚଞ୍ଚଳ ଚେଷ୍ଟିତ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି । ସହିଷ୍ଣୁ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments