![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । |
![]() |
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । |
![]() |
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ମଧୁର ଯୋଗୁଁ ଆଦରଣୀୟ ହେବେ । ପ୍ରେମୀ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । |
![]() |
ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ଦ୍ୱାରା ଉପକୃତ ହେବେ । ବ୍ୟବସାୟରୁ ଧନାଗମ ହେବ । |
![]() |
ଆୟ ବୃଦ୍ଧିର ସୂଚନା ମିଳୁଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
କର୍ମଚଞ୍ଚଳ ରହିବେ । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ସାଧନାର ପ୍ରଥମ ସୋପାନ ସ୍ୱରୂପ ଏକାନ୍ତରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । |
![]() |
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । କରିତ୍କର୍ମା ହେବେ । |
![]() |
କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛାଭାବ ରହିବ । |
![]() |
ଭାଗ୍ୟଶାଳୀ ହେବେ । ସାମୟିକ ଭାବେ ବିଳାସ-ବ୍ୟସନର ସୁଯୋଗ ମିଳିବ । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ଧର୍ମାତ୍ମା ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ପ୍ରତିହିଂସା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ । |
![]() |
ସମାଜସେବାରେ ନିଜକୁ ନିୟୋଜିତ କରିବେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ବ୍ୟବସାୟ ଲାଭଜନକ ହେବ । ସତ୍ସଙ୍ଗରୁ ଶାନ୍ତି ଓ ପରମ ଆନନ୍ଦ ପ୍ରାପ୍ତ ହେବେ । ପତ୍ନୀଙ୍କ ପରାମର୍ଶ ସୁଖଦାୟକ ହେବ । |
![]() |
ଭ୍ରାତୃ ଭାବ ଅତୁଟ ରହିବ । ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ମନ ପ୍ରସନ୍ନ ରହିବ । |