OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 20th June 2019

Odia Rashiphala

Odia Rashiphala

କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ। ପାରିବାରିକ ସ୍ନେହ ରହିବ।
ଦକ୍ଷତାର ଉପଯୋଗ କରିପାରନ୍ତି। ଯଦିଓ ଆଳସ୍ୟ ପରାୟଣ ହେବେ; ତଥାପି ହସ-ଖୁସିରେ ସମୟ ଅତିବାହିତ ହେବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ ରେ ବୁଢ଼ି ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୃଷିକ୍ଷେତ୍ର ଲାଭଜନକ ହେବ। ଶାରୀରିକ ଅସୁସ୍ଥତା ଅନୁଭବ କରପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ ସାହାଯ୍ୟ ପରବିର୍ତ୍ତେ କରଛଡ଼ା ଦେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
 ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇବେ। ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ମିଳିବ।
ଅଧିକ ଅଭିଜ୍ଞ ହୋଇପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳବାକୁ ପଡିପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଧାର୍ମିକ ପ୍ରକୃତିର ହେବେ। ଜ୍ଞାନୀ ହେବେ।
ଚାହୁଁଥିବା ସାହାଯ୍ୟ ମଳିବ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳିୁଛ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ସୁଖୀ ହେବେ।
ଉଦାର ସ୍ବଭାବର ହୋଇପାରନ୍ତି। ଦାନ ଧର୍ମକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବେ। ସୁଖୀ ହେବେ। ଜଣେ ସାଧୁ ନିଷ୍ଟ ଭାବେ ନିଜର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷି ଉପରେ ଦୃଷ୍ଟିଦେବେ। ବୁଦ୍ଧିମାନ୍ ହେବେ।
ଭ୍ରମଣ ଯୋଗ ଅଛି। କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୁଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ସମ୍ମାନ ମଳିବ।
 କାର୍ଯ୍ୟ ହାସଲ କରବାକୁ ହେଲେ ତରବର ନହୋଇ ଅପେକ୍ଷା କରବାକୁ ହେବ। ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବର ପରିଚୟ ସୃଷ୍ଟି କରିବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି।
ନିଜେ ନିଜକୁ ସାନ୍ତ୍ବନା ଦେବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନ ମଳିବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମଳିବ। ନୂଆ ବନ୍ଧୁ ଜୁଟିବେ।
ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ସରଳ, ସାବଲୀଳ ଭାଷା ପ୍ରୟୋଗ କରି ଅଧସ୍ତନ ବ୍ୟକ୍ତିଙ୍କଠାରୁ କାର୍ଯ୍ୟ ହାସଲ କରିବେ। ନୀତନିଷ୍ଠ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ, ଜ୍ଞାନୀ ହୋଇପାରନ୍ତି। ଗୁପ୍ତ ବିଦ୍ୟାପ୍ରତି ରୁଚି ରହିପାରେ।
ଆୟ ଆଶାନୁରୂପ ହେବ। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା, ଜ୍ୟୋତିଷବିଦ୍ୟା ପ୍ରତି ରୁଚି ରହିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments