OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 20th May 2021

Odia Rashiphala

Odia Rashiphala

ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହୋଇ ପାରନ୍ତି । ଶୁଭଖବର ପାଇଁ ଖୁସି ହେବେ । ଅର୍ଥପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଯାନବାହନ ସୁଖ ମିଳିବ । ପୌରୁଷ ପଣିଆ ପ୍ରତିପାଦନ କରିବେ ।
ଅଧିକ ବ୍ୟୟର ସମ୍ମୁଖୀନ ହେବେ । ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବାର ସୂଚନା ମିଳୁଛି । କର୍ମ ଚଞ୍ଚଳ ରହିବେ । ସାହସୀ ଓ ଜ୍ଞାନଗରିମାଯୁକ୍ତ ହେବେ ।
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଭଗବତ ପ୍ରେମୀ ହେବେ । ଦେବଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ ।
ଆକସ୍ମିକ ସମସ୍ୟା ସମାଧାନ କରିବାରେ ସିଦ୍ଧହସ୍ତ ହେବେ । ମାନସିକ ଅଶାନ୍ତିର ଅବସାନ ଘଟିବ । ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ନୀତିନିଷ୍ଠ ବ୍ୟକ୍ତି ଭାବେ ସମ୍ମାନିତ ହୋଇପାରନ୍ତି । ବିବିଧ ଧନଯୁକ୍ତ ହେବେ । ନିଃସ୍ୱାର୍ଥପର ହେବେ ।
ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଚିନ୍ତାଧାରା ଉନ୍ନତମାନର ହେବ ।
ପରୋପକାରରେ ଧନ ବ୍ୟୟ କରିପାରନ୍ତି । ବିବାଦୀୟ ବିତର୍କରେ ଭାଗନେଇ ନିରବ ଦର୍ଶକ ହୋଇ ପାରନ୍ତି । କର୍ମଚଞ୍ଚଳ ରହିବେ । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଉପୁଜିପାରେ ।
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍ କର୍ମରେ ନିଜକୁ ନିୟୋଜିତ କରି ପାରନ୍ତି । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କରିତ୍‌କର୍ମା ହେବେ ।
ଶୁଭ ସମାଚାର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରକୁ ଅଧିକ ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେଇ ପାରେ । ଶୁଭକାର୍ଯ୍ୟ ପାଇ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ବିବାଦରେ ବିଦାୟୀ ହେବେ ।
ପରୋପକାରୀ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ପ୍ରବଚନ ଶୁଣିବାକୁ ଇଚ୍ଛୁକ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି ।
ଦୁଃଶ୍ଚିନ୍ତା ଦୂର ହେବ । ଆଶ୍ୱସ୍ତ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ହର୍ଷଯୁକ୍ତ ଓ ବିଶୁଦ୍ଧଭାଷୀ ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । କେତେକ ବନ୍ଧୁ ବିରୋଧ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ ।
ବହୁ ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । ପାରିବାରିକ ଜୀବନ ସୁଖପ୍ରଦ ହେବ ।
ବନ୍ଧୁ ସହଯୋଗ ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ । ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଋଣ ପରିଶୋଧ କରିବାରେ ସକ୍ଷମ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments