![]() |
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ସୁସ୍ୱାଦୁ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ । ବ୍ୟବସାୟ ଲାଭଜନକ ହେବ । |
![]() |
ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଆତ୍ମସଂଯମୀ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆ ବନ୍ଧୁ ଜୁଟି ପାରନ୍ତି । |
![]() |
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । |
![]() |
ଶୁଭ ସମାଚାର ମିଳିବ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି । |
![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ବ୍ୟବହାର କରିପାରନ୍ତି । ଭାଗ୍ୟର ପରିବର୍ତ୍ତନ ଘଟିବ । ଗୃହ ପରିବେଶ ପ୍ରଦୂଷଣଯୁକ୍ତ ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମହିଳାମାନଙ୍କ ସାହାଯ୍ୟକାରୀ ହେବେ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଭାଗୁଆଳି ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିବ । ଭୋଗ ବିଳାସ କରିପାରନ୍ତି । ମିତ୍ରମାନେ କରଛଡ଼ା ଦେବା ସମ୍ଭାବନା ଅଛି । ଜଳଯାତ୍ରା ଓ ଯାନବାହନରେ ସତର୍କ ରହିବେ । |
![]() |
ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବନ୍ଧୁ ମିଳନ ଘଟିବ । ସୁସ୍ୱାଦୁ ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିପାରନ୍ତି । ମୂଲ୍ୟବାନ୍ ଧାତୁ ଦ୍ରବ୍ୟ ପ୍ରାପ୍ତ ହେବେ । |
![]() |
ବନ୍ଧୁ ସହାୟତା ପାଇ ଶତ୍ରୁ ବିନାଶ କରିବେ ଓ ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ଅନୁକୂଳ ରହିଛି । ଋଣ ପରିଶୋଧ କରି ଚିନ୍ତାମୁକ୍ତ ହେବେ । |
![]() |
ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସୁସମ୍ୱାଦ ଶୁଣି ଆନନ୍ଦ ଉପଭୋଗ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ଶ୍ରମ ସାର୍ଥକ ହେବ । ପରିଶ୍ରମୀ ହୋଇପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ସମୟାନୁବର୍ତ୍ତୀ ହେବେ । ଭବିଷ୍ୟତ ପାଇଁ ସୁଦୂର ପ୍ରସାରୀ ଯୋଜନା ପ୍ରସ୍ତୁତ କରିପାରନ୍ତି । କାର୍ଯ୍ୟଶୈଳୀରେ ଉନ୍ନତି ଘଟିବ । |
![]() |
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ଉପଯୁକ୍ତ କର୍ମାନୁରକ୍ତ ହେବେ । ଭଗବତ୍ କାର୍ଯ୍ୟକ୍ରମରେ ଯୋଗଦାନ କରି ଭଗବତ୍ପ୍ରେମୀମାନଙ୍କୁ ଉତ୍ସାହିତ କରିବେ । ସରକାରୀ ଲାଭ ମିଳିବ । |
![]() |
ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି । ନୀତିନିଷ୍ଠ ବ୍ୟକ୍ତିଭାବେ ସମ୍ମାନିତ ହେବେ । କେତେକ କାରଣରୁ ବିଷାଦିତ ହୋଇପାରନ୍ତି । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ଚଞ୍ଚଳ ଚେଷ୍ଟିତ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି । |