ଶ୍ରୀଚନ୍ଦ୍ର ଭୋଗ ହେତୁ ପ୍ରୀତିଭୋଜନରେ ଆପ୍ୟାୟିତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ରହିବେ । ଦାମ୍ପତ୍ୟ ସୁଖ ମିଳିବ । | |
ଅଧିକ ବ୍ୟୟର ସମ୍ମୁଖୀନ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିପାରନ୍ତି । ଶତ୍ରୁକୁ ବଶ କରିବେ । | |
ଆୟ ଆଶାନୁରୂପ ହେବ । ଶରୀର ସୁସ୍ଥ ରହିବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । | |
ସୁଖ-ସମ୍ମାନ ଲାଭ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । | |
ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ବିଳାସ-ବ୍ୟସନ ଯୋଗ ଅଛି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭବାନ୍ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । | |
ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ । | |
ନିଜର କର୍ମକୁଶଳତା ପାଇଁ ଗର୍ବିତ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି । | |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଲୋକପ୍ରିୟତା ହେବେ । | |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହୋଇପାରନ୍ତି । ସୁସ୍ଥ ରହିବେ । କୃଷି କର୍ମକାରୀ ହେବେ । ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
କର୍ମକ୍ଷେତ୍ର ଉତ୍ସାହଜନକ ହେବ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁର କଥାରେ ଅଧସ୍ତନଙ୍କଠାରୁ କାମ ଆଦାୟ କରିବେ । ପ୍ରେମୀ ଓ ସାହସୀ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । | |
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ । ଧନାଗମ ହେବାର ସମ୍ଭାବନା ରହିଛି । |