OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 22th Oct 2020

Odia Rashiphala

Odia Rashiphala

ଦୂରୁହ କାର୍ଯ୍ୟକୁ କରାୟତ କରିପାରନ୍ତି । ସେବା ମନୋଭାବର ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ପାଇ ତା’ର ସଦ୍‌ପୋଯୋଗ କରିପାରନ୍ତି । ଅଂଶ ଗ୍ରହଣ କରିଥିବା ପ୍ରତି ଯୋଗିତାରେ ବିଜୟୀ ହେବେ ।
ଅନଟନର ସମ୍ମୁଖୀନ ହୋଇପାରନ୍ତି । ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବେ । ସ୍ୱାଭିମାନୀ ହେବେ । ବିଦ୍ୟାବାନ୍ ହେବେ । ଯଶସ୍ୱୀ ହୋଇପାରନ୍ତି । ବିଳାସ ବ୍ୟସନ କରିପାରନ୍ତି; ମାତ୍ର ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କ ରହିବେ ।
ମନ ପ୍ରସନ୍ନ ରହିବ । ଦିନଟି ସୁଖଦାୟକ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ସୁସ୍ୱାଦୁ ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିପାରନ୍ତି । ବାଣିଜ୍ୟ କାରବାର ଲାଭଦାୟକ ହେବ ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସ୍ୱାଦ ପାଇ ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିପାରନ୍ତି ।
ପଠନ, ଲିଖନରେ ମନୋଯୋଗୀ ହୋଇପାରନ୍ତି । ବିଭିନ୍ନ ସୂତ୍ରରୁ ହଠାତ୍ କିଛି ଅର୍ଥ ମିଳିବ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପୁତ୍ର ସୁଖ ମିଳିବ । ଜିତେନ୍ଦ୍ରୀୟ ହେବେ । ପରାକ୍ରମୀ ହେବେ ।
ଶ୍ରମ ସାର୍ଥକ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶତ୍ରୁନାଶ କରି ମନବାଞ୍ଛା ପୂରଣ କରିପାରନ୍ତି । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ତେଜୀୟାନ ହେବେ । ବାହୁରେ ପୀଡ଼ା ଉପୁଜି ପାରେ । ଯାନବାହନ ସୁଖ ମିଳିବ ।
ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଦେବ ଦର୍ଶନ ଲାଭର ସୌଭାଗ୍ୟ ଅଛି । ଅଶାନ୍ତିର ଉପସମ ହେବ । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି । ବିବାଦରେ ବିଜୟୀ ହେବେ ।
ଲୋଭଗ୍ରସ୍ତ ହୋଇପାରନ୍ତି । ଦେଖାଦେଇ ଥିବା ଆକସ୍ମିକ ସମସ୍ୟାର ସୁସମାଧାନ କରିବାରେ ପାରଙ୍ଗମ ହେବେ । ସ୍ୱାସ୍ଥ୍ୟକୁ ଜଗି ଚଳିବାକୁ ପଡ଼ିବ । ଶ୍ରେଷ୍ଠତା ପ୍ରାପ୍ତ ହେବେ । ତେଜୀୟାନ୍ ହୋଇପାରନ୍ତି । ଜନବଲ୍ଲଭ ହେବେ ।
ସୁଖ ସମ୍ମାନ ଲାଭ କରିପାରନ୍ତି । ଭଲ ଆୟ ହେବ । ସରକାରୀ ବା ବନ୍ଧୁସୂତ୍ରରୁ ଲାଭବାନ୍ ହେବେ । ରୁଚିକର ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଚିନ୍ତାଧାରା ଉନ୍ନତମାନର ହେବ ।
ମିଳିଥିବା ସୁଯୋଗର ଉପଯୋଗ କରିପାରନ୍ତି । କେହି ଆପଣଙ୍କୁ ପ୍ରତାରିତ କରିବାକୁ ଚେଷ୍ଟା କରିପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ମଧୁର କଥାରେ ପରକୁ ଆପଣାର କରିବେ ।
ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଉଦ୍ୟମ ପ୍ରଶଂସନୀୟ ହେବ । କରିତ୍‌କର୍ମା ହେବେ ।
ତ୍ୟାଗପୁତ ମନୋବୃତ୍ତିର ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments