OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 24th Oct2019

Odia Rashiphala

Odia Rashiphala

ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ବ୍ୟବସାୟରୁ ପ୍ରଚୁର ଲାଭ ମଳିବ । ପତ୍ନୀ ସୁଶୀଳା ଓ ଆଜ୍ଞାକାରିଣୀ ହେବେ ।
କର୍ତ୍ତବ୍ୟନିଷ୍ଠ ହେବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେଇ ପାରନ୍ତି । ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କୃଷିକର୍ମ ଉପରେ ଧ୍ୟାନ ଦେବେ । ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ ।
ସାବଧାନତାର ସହ କାର୍ଯ୍ୟ କରି ଦୁର୍ଘଟଣାକୁ ଏଡାଇ ଦେଇପାରନ୍ତି । ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । କଥାଶୈଳୀରେ ଅନ୍ୟକୁ ବଶ କରି ପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ ।
ପରିସ୍ଥିତିକୁ ମୁକାବିଲା କରି ଅଭିଜ୍ଞ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବନ୍ଧୁପ୍ରେମୀ ହେବେ ।
ଉପୁଜିଥିବା ଅସୁବିଧାକୁ ସଜାଡ଼ି ଦେଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଅଧିକ ହୋଇପାରେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ଧନଲାଭ ହେବ ।
ପଡ଼ୋଶୀମାନଙ୍କ ପ୍ରତି ସତର୍କ ରହିବାକୁ ପଡ଼ିବ । ବ୍ୟୟ ପରିମାଣ ବୃଦ୍ଧି ପାଇପାରେ । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି । ନୀତନିଷ୍ଠ ହେବେ ।
ଲାଗିରହିଥିବା ବିବାଦର ସୁ ସମାଧାନ ହେବ । ଆୟ ଯଥେଷ୍ଟ ପରିମାଣର ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ରାଜଦ୍ୱାରେ ସମ୍ମାନିତ ହେବେ ।
ଗୁରୁତ୍ୱପୂର୍ଣ୍ଣ ନଷ୍ପିତ୍ତି ନେଇ ପାରନ୍ତି । କର୍ମକ୍ଷେତ୍ର ଉତ୍ସାହଜନକ ହେବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଦୁର୍ଘଟଣାରୁ ଉଧୁରି ଯିବେ । ସାମୟିକ ଭାବେ ବିଶ୍ରାମ ଗ୍ରହଣ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ସମ୍ପତ୍ତିବାନ୍ ହେବେ ।
ପୈତୃକ ସମ୍ପତ୍ତିକୁ ନେଇ ଅଶାନ୍ତି ଉପୁଜି ପାରେ । ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଅତିମାତ୍ରାର ସତର୍କତା ଆବଶ୍ୟକ । ସ୍ୱାଭିମାନୀ ହୋଇପାରନ୍ତି । ଭାଗବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।
ସତ୍‌କର୍ମ କରି ପ୍ରଶଂସିତ ହେବେ । ବନ୍ଧୁ ମିଳନ ଘଟିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ମନରେ ଅହଂଭାବ ଜାଗରିତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସାନ୍ନିଧ୍ୟ ସୁଖଦାୟକ ହେବ ।
ଅଭିଜ୍ଞତାକୁ କାର୍ଯ୍ୟରେ ଲଗାଇ ବିଶେଷ ଉପକୃତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments