OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 27th May 2021

Odia Rashiphala

Odia Rashiphala

ଦେବଦର୍ଶନରେ ରିଷ୍ଟ ଖଣ୍ଡନ ହୋଇପାରେ । ପ୍ରତିଶୋଧ ପରାୟଣ ହେବେ । ସ୍ୱାଭିମାନୀ ହୋଇ ପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସର୍ତକ ହେ‌ବେ ।
ବନ୍ଧୁ ସହାୟତା ପାଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ସଂସ୍ଥାରେ ଯୋଗଦାନ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିବେ । ଅବିବାହିତଙ୍କର ସୁକନ୍ୟା ସହ ବିବାହ ସ୍ଥିର ହେବ ।
ଦୃଢ଼ ମନୋବଳର କାର୍ଯ୍ୟ ସମ୍ପାଦନ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ-ଶ୍ରଦ୍ଧା ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇ ପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ ।
ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ଆଶ୍ୱାସନା ମିଳିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ ହେବେ ।
ମନ ପ୍ରସନ୍ନ ରହିବ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଆତ୍ମବିଶ୍ୱାସୀ ହେବେ । ମଧୁର ଭାଷୀ ହେବେ । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ । ବନ୍ଧୁସ୍ନେହୀ ହେବେ ।
ଉଚ୍ଚ ଆଶା ଫଳବତୀ ହୋଇପାରେ । ଭାଗ୍ୟଶାଳୀ ହେବେ । ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହେବାର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୂଆ ବନ୍ଧୁଙ୍କ ସାନିଧ୍ୟ ପାଇ ଖୁସି ହୋଇପାରନ୍ତି ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ରଣକ୍ଷେତ୍ରରେ ପାରଙ୍ଗମ ହେବେ । ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ, ମୋକଦ୍ଦମା ଖର୍ଚ୍ଚପ୍ରାପ୍ତ ହୋଇପାରନ୍ତି ।
କର୍ମ ଚଞ୍ଚଳ ରହିବେ । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ସାମୟିକ ଭାବେ ଅନୁଭବ କରି ପାରନ୍ତି । ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ମଧୁର କଥା କହି ପରକୁ ଆପଣାର କରିବାରେ ସକ୍ଷମ ହେବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରୁ ଧନପ୍ରାପ୍ତି ସହ ସମ୍ମାନିତ ହେବେ । ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ପ୍ରତ୍ୟେକ କ୍ଷେତ୍ରରେ ଚଞ୍ଚଳ ଚେଷ୍ଟିତ ହେବେ । ପରିଶ୍ରମର ମୂଲ୍ୟ ମିଳିବ । କୁଳପ୍ରଦୀପ ହେବେ । ମନପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments