OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 28th Oct 2021

Odia Rashiphala

Odia Rashiphala

ଉଦାର ପ୍ରକୃତିର ଓ ଦାନଶୀଳ ହେବା ଆଶା କରାଯାଏ । ଆଦର୍ଶ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ରହିବେ । କୃଷି କାର୍ଯ୍ୟକୁ ଗୁରୁତ୍ୱ ଦେବେ । ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷାର ମାଧୁରିମା ଅନ୍ୟଙ୍କୁ ମୋହିତ କରିପାରେ । ପ୍ରେମୀ ଓ ସାହସୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ ।
ପରମ ସୌଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ ।
ସୁଖ-ସମ୍ମାନ ଲାଭ କରିବେ । ବଳଶାଳୀ ହେବେ । ଐଶ୍ୱର୍ଯ୍ୟାପ୍ରାପ୍ତି ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ ।
କର୍ମଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିବେ । ସାଧନାର ପ୍ରଥମ ସୋପାନ ସ୍ୱରୂପ ଏକାନ୍ତ ପ୍ରିୟ ହୋଇପାରନ୍ତି । ମଧୁର କଥାରେ ପରକୁ ଆପଣାର କରିବେ ।
ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । କରିତ୍‌କର୍ମା ହେବେ ।
ସୁଖ-ସମ୍ମାନ ମିଳିବ । କୁଳପ୍ରଦୀପ ହେବେ । ମନପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବେ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସ ଓ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ସୁସ୍ଥ ଓ ନିରାମୟ ରହିବେ ।
ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଜଳଯାତ୍ରା ନିଷେଧ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
ପରାମର୍ଶନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ମନ୍ତ୍ର-ତନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments