OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 29th August 2019

Odia Rashiphala

Odia Rashiphala

ସର୍ବୋତ୍ତମ କାର୍ଯ୍ୟ କରିବା ପାଇଁ ମନୋନିବେଶ କରିବେ । କାର୍ଯ୍ୟରେ ଉଦାରତା ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଆଜି ଦିନର ବ୍ରତ ଭାବେ ଗ୍ରହଣ କରିବେ । ବ୍ୟକ୍ତିତ୍ୱର ପରିଚୟ ଦେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି ପ୍ରତି ଅଗ୍ରାଧିକାର ଦେବେ ।
ସମ୍ମାନିତ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ଚରିତ୍ରର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ଓ ସମ୍ମାନ ପାଇବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ସୁଖୀ ହେବେ ।
ବିଭିନ୍ନ ସ୍ତରରୁ ସାମାନ୍ୟ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଆଶାବାଦୀ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ ।
ଆକସ୍ମିକ ଧନପ୍ରାପ୍ତିର ସୂଚନା ମିଳୁଛି । ଆତ୍ମସନ୍ତୋଷ ଲାଭ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ ।
ପରିବାର ଭିତରେ ବୁଝାମଣା ଠିକ୍ ରହିବ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତପ୍ରିୟ ହେବେ । ମଧୁରଭାଷୀ ଯୋଗୁଁ ଜନାଦୃତ ହୋଇପାରନ୍ତି ।
ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେଇପାରେ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥ ମିଳିବ ।
ପ୍ରଭାବ ବିସ୍ତାର କରି କାର୍ଯ୍ୟ ହାସଲ କରିପାରନ୍ତି । ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ।
ବ୍ୟାବସାୟିକ କ୍ଷେତ୍ର ଅନୁକୂଳ ରହିବ । ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଧର୍ମାତ୍ମା, ବିଦ୍ୱାନ ଓ ସମ୍ପତ୍ତିବାନ୍ ହେବେ ।
କଳହର ଅନ୍ତ ଘଟିବ । କେତେକ କ୍ଷେତ୍ରରେ ନୀରବ ଦ୍ରଷ୍ଟା ସାଜି ପାରନ୍ତି । ସ୍ୱାଭିମାନୀ ହେବେ । ସର୍ଦି ଓ କଫ ରୋଗରେ ପୀଡ଼ିତ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ ।
ଘରୋଇ ଧନ୍ଦାରେ ମନୋନିବେଶ କରିପାରନ୍ତି । ବନ୍ଧୁ ମିଳନ ଦ୍ୱାରା ଉପକୃତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ମାନସିକ ଅଶାନ୍ତି ଦୂର ହେବ । ଭାଇମାନଙ୍କ ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ସ୍ୱାଧୀନ ଚିନ୍ତାଧାରାରେ କାର୍ଯ୍ୟ କରିବେ ।
ଲୋକ ସଂପର୍କବୃଦ୍ଧି ପାଇବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହେବ । ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ସେୟାର ମାର୍କେଟ ବା ଲଟେରିରେ ସଫଳ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments