OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 29th Oct 2020

Odia Rashiphala

Odia Rashiphala

ଦେବାଦେବୀ ଦର୍ଶନ ଶୁଭଦାୟକ ହେବ । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିପାରନ୍ତି । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଚକ୍ଷୁ ପୀଡ଼ା ଉପୁଜି ପାରେ । ସାହସୀ ହେବେ ।
କାର୍ଯ୍ୟରେ ପାରଙ୍ଗମ ହେବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ସୁଖୀ ହେବେ ।
ଚାଲୁ ରହିଥିବା କାର୍ଯ୍ୟକୁ ସରସସୁନ୍ଦର ଓ ଲାଭଦାୟକ କରିପାରନ୍ତି । ନିଜ ବଂଶର ଟେକ ରଖିବାରେ ସିଦ୍ଧହସ୍ତ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୀନ, ଦରିଦ୍ରଙ୍କ କଷ୍ଟ ଦୂର କରିବେ ।
ମନସ୍କାମନା ପୂରଣ ହେବ । ସେବା ପୂଜାରେ ନିୟୋଜିତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶରୀର ସୁସ୍ଥ ରହିବ ।
ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ ; ମାତ୍ର ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । ଶାରୀରିକ କ୍ଲେଶ ଭୋଗ କରିପାରନ୍ତି । ମନ ଦୁର୍ବଳ ରହିବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ ।
ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ଅଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଆକୃଷ୍ଟ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବନ୍ଧୁ ସହାୟତା ପାଇ ଖୁସି ହେବେ ।
ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶକ୍ତିମାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ପାଇବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ । ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ । ବ୍ୟବସାୟରୁ ଅଧିକ ଧନଲାଭ ହେବ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷିକର୍ମରେ ତତ୍ପର ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହେବେ । ମେଳାପୀ ପ୍ରକୃତିର ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଭକ୍ତି, ଆଦର ଓ ସମ୍ମାନ ମିଳିବ ।
ଆଶାବାଦୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ମିଳିବ । ବ୍ୟବସାୟରୁ ଅଧିକ ଧନ ଲାଭ ହେବ । ଜ୍ଞାନ ଗରିମାଯୁକ୍ତ ହେବେ ।
ନିର୍ଭରଶୀଳ ନ ହୋଇ ସ୍ୱାଧୀନ ଚିନ୍ତାଧାରା ଉପରେ କାର୍ଯ୍ୟ କରି ଚାଲିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments