OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 31th March 2022

Odia Rashiphala

Odia Rashiphala

ବିବେକାନୁମୋଦିତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ । ବିତ୍ତବାନ୍ ହେବେ । କୁଳପ୍ରଧାନ ହୋଇପାରନ୍ତି । ବ୍ୟୟଭାର ବହନ କରିବା କଷ୍ଟସାଧ୍ୟ ହେବ । କୃପଣ ସ୍ୱଭାବର ହେବେ ।
ସତ୍ୟାନୁରକ୍ତ ହେବେ । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଅକ୍ଷୟ କୀର୍ତ୍ତି ସ୍ଥାପନ କରିପାରନ୍ତି । ଜିତେନ୍ଦ୍ରିୟ ହେବେ । ଦୟାର୍ଦ୍ରଚିତ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ମନ ପ୍ରସନ୍ନ ରହିବ ।
ନାନା ବିଭବରେ ମଣ୍ଡିତ ହୋଇପାରନ୍ତି । ଗୌରବର ଅଧିକାରୀ ହେବେ । ଜ୍ଞାନ ପିପାସୁ ହୋଇପାରନ୍ତି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ଧର୍ମ ଧ୍ୱଜାଧାରୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସାମାଜିକ ସ୍ତରରେ ପ୍ରଭୁତ୍ୱ ବିସ୍ତାର କରିପାରନ୍ତି । ପରାଶ୍ରିତ ନ ହୋଇ ନିଜ ବୁଦ୍ଧିବଳରେ କାର୍ଯ୍ୟ ନିର୍ବାହ କରିପାରନ୍ତି ।
ସ୍ୱାଭିମାନୀ ହେବେ । ପ୍ରଭାବହୀନ ହୋଇପାରନ୍ତି । ନିକୃଷ୍ଟ ସଙ୍ଗ ବର୍ଜନ କରିବାକୁ ପଡ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭପ୍ରାପ୍ତ ହେବ ।
ବନ୍ଧୁ ମିଳନ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିବେ । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ଚକ୍ଷୁରେ ସାମୟିକଭାବେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀଯୁକ୍ତ ହେବେ ।
ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ନୂଆ ବନ୍ଧୁଙ୍କଠାରୁ ସହାୟତା ମିଳିବ ।
ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଲୋକପ୍ରିୟ ହେବେ । ସମ୍ମାନିତ ହୋଇପାରନ୍ତି । ସୁସ୍ୱାଦୁ ଭୋଜନ ଗ୍ରହଣ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments