OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 4th April 2019

Odia Rashiphala

Odia Rashiphala

ଧନ ସଞ୍ଚୟ ପାଇଁ ଉଦ୍ୟମ ଜାରି ରଖି ପାରନ୍ତି; ମାତ୍ର ବ୍ୟୟକୁ ମୁକାବିଲା କରିବା କଷ୍ଟସାଧ୍ୟ ହେବ । ଚଞ୍ଚଳ ସ୍ୱଭାବର ହେବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ମିଷ୍ଟଭାଷୀ ହୋଇପାରନ୍ତି । ରାଜଯୋଗ ଭୋଗରେ ଉଣା ହୋଇପାରେ ।
ମନ ଚଞ୍ଚଳ ରହିବ । ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସୁଖ ମିଳିବ ।
ନୂତନ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । କର୍ମଚଞ୍ଚଳ ରହିବେ । କୁଳ ପ୍ରଧାନ ହେବ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଦ‌ାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ- ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
କାର୍ଯ୍ୟରେ ବାଧାବିଘ୍ନ ଉପୁଜି ପାରେ । ସୁଖ ମିଳିବା କଷ୍ଟକର ବ୍ୟାପାର । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରବେି୍ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଯୋଗଁ ସତର୍କ ରହିବେ ।
ଉପୁଜି ଥିବା ସମସ୍ୟାର ସମାଧାନ ହେବ । ବନ୍ଧୁ ସୁଖ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ଅପୂର୍ବ ସଫଳତା ମିଳିବ । ସୁଖ ଭୋଗ କରବେ ।
ସଫଳତାର ନିକଟବର୍ତ୍ତୀ ହେବେ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ରହିବେ । ଶତ୍ରୁହନ୍ତା ହେବେ ।
ବିଶ୍ୱସ୍ତ ଲୋକ ଭଳି କାର୍ଯ୍ୟ କରପାରନ୍ତି । ଦ୍ରବ୍ୟ ଲାଭର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟର ପରିବର୍ତ୍ତନ ଘଟିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ବାଧା-ବିଘ୍ନକୁ ଏଡ଼ାଇ ଆଗକୁ ବଢ଼ି ପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରବେ । ସୁସ୍ଥ ଓ ନିରାମୟ ରହିବେ । ପ୍ରେମୀ ଓ ବୁଦ୍ଧି ମାନ ହେବେ ।
 ମାନସିକ ସ୍ତରରେ ବ୍ୟସ୍ତ-ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରବେ । ଚିତ୍ତରେ ପ୍ରସନ୍ନତା ଦେଖାଦେବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରବେ । ପ୍ରେମୀ ଓ ସାହସୀ ହେବେ ।
ଉପୁଜିଥିବ ଗଣ୍ଡଗୋଳକୁ ସମାଧାନ ପାଇଁ ଲାଗି ପଡ଼ବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ମିଳବ ।
 ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମୋକଦ୍ଦମାରେ ବିଜୟୀ ହୋଇ ଅର୍ଥ ପ୍ରାପ୍ତି ହେବେ । ଲୋକପ୍ରିୟ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments