OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 4th Feb 2021

Odia Rashiphala

Odia Rashiphala

ବନ୍ଧୁ ମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ଭାବେ ସମ୍ବର୍ଦ୍ଧିତ ହୋଇପାରନ୍ତି । ନିରଳସ ଭାବେ କାର୍ଯ୍ୟ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କରିବେ ।
ଉନ୍ନତି ମାର୍ଗରେ ଆଗକୁ ବଢ଼ି ପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ମିଳିବ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ତେଜସ୍ୱୀ ହେବେ ।
ପ୍ରତିରୋଧର ସମ୍ମୁଖୀନ ହୋଇପାରନ୍ତି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ରରୁ ଭଲ ଆୟ ହେବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଜିଦ୍‌ଖୋର ମନୋବୃତ୍ତିର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁର ଭାଷୀ ଭାବେ ଜନାଦୃତ ହେବେ । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାଭ୍ୟାଷୀ ହୋଇପାରନ୍ତି । ମିତ୍ର ସୁଖ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ । ଧନ ସମ୍ପଦ ଭରପୁର ରହିବ ।
ସ୍ୱଇଚ୍ଛାରେ ପରିଚାଳିତ ହେବେ । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ ; ମାତ୍ର ଜଞ୍ଜାଳମୁକ୍ତ ହେବା କଷ୍ଟସାଧ୍ୟ ହେବ । ମଧୁର ଭାଷାରେ ପରକୁ ଆପଣାର କରିବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଚିନ୍ତାଧାରା ମହତ ହେବ ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ବହୁକ୍ଷେତ୍ରରେ ଆଦର, ସମ୍ମାନର ପାତ୍ର ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସୁଖ ମିଳିବ । କଷ୍ଟସାଧ୍ୟ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁ ଭୟ ରହିଛି । ସହଯୋଗୀ ବ୍ୟବସାୟ ଲାଭଯୁକ୍ତ ହେବ । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments