OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 4th June 2020

Odia Rashiphala

Odia Rashiphala

କର୍ମକ୍ଷେତ୍ରରେ ସଫଳତା ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ । ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଭାଇମାନଙ୍କ ଉପରେ ଶ୍ରଦ୍ଧା ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି; ଆଖିରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
ବିଭିନ୍ନ ଦିଗରୁ ସହଯୋଗର ହାତ ଲମ୍ୱି ଆସିବ । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ସୁଖୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହୋଇପାରନ୍ତି । ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା, କଫରେ ପୀଡ଼ିତ ହେବା ପୂର୍ବରୁ ସତର୍କ ରହିବ । ପ୍ରେମୀ, ସାହସୀ ହେବେ । ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । ବିବାଦରେ ବିଜୟୀ ହେବେ ।
ଅର୍ଥ ପାଇଁ ଅନର୍ଥ ଉପୁଜି ପାରେ । କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିବେ ।
ଆଜି ଦିନଟି ଆପଣ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହୋଇପାରନ୍ତି । ଶ୍ରମ ସାର୍ଥକ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ମିଷ୍ଟାନ୍ନ ଭୋଜନ ମିଳିବ । ଚିନ୍ତାଧାରା ଉନ୍ନତ ହେବ ।
କର୍ମକୁଶଳତାର ପୁରସ୍କାର ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ । ଚଞ୍ଚଳମନା ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଖର୍ଚ୍ଚାନ୍ତ ହେବାକୁ ପଡ଼ିବ । ମଧୁର ସଂଭାଷଣରେ ପରକୁ ଆପଣାର କରିବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍ ହେବେ । ଯାନବାହନ ସୁଖ ମିଳିବ ।
କ୍ରୀଡ଼ା ପ୍ରତି ଆଗ୍ରହ ଥିଲେ ବି, ସମୟ ଅଭାବ ହେବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । କୀର୍ତ୍ତିମାନ ହୋଇପାରନ୍ତି ।
କାର୍ଯ୍ୟ କରାୟତ୍ତ ହୋଇଛି । ସଠିକ୍ ମାର୍ଗରେ ପରିଚାଳନା କରିବାରେ ସିଦ୍ଧହସ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଅନ୍ୟର ମଙ୍ଗଳ ଚିନ୍ତା କଲେ ନିଜେ ଭଲରେ ରହିବେ । ସ୍ୱାଭିମାନୀ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବାକୁ ପଡ଼ିବ । ଜଳ ଯାତ୍ରା କରିବ ମନା ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments