ପ୍ରୀତି ଲାଭ କରିପାରନ୍ତି । ସୁଖକର ଘଟଣା ଘଟିପାରେ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିବେ । | |
ଉପୁଜିଥିବା ସମସ୍ୟା ପାଇଁ ମନରେ ଉଦ୍ବେଗ ଜାତ ହୋଇପାରେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହେବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣ ପରିଶୋଧ କରିପାରନ୍ତି । | |
ପରାମର୍ଶ ନେଇ କାର୍ଯ୍ୟରେ ଅଗ୍ରସର ହେଲେ ଲକ୍ଷ୍ୟସ୍ଥଳରେ ଉପନୀତ ହେବେ । ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ସୁସମ୍ବାଦ ଶୁଣି ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଦୃଢ଼ ମନୋବଳ ନେଇ ଅନ୍ୟାୟର ପ୍ରତିବାଦ କରିପାରନ୍ତି । ପରିଶ୍ରମ ମାତ୍ରାଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ଯାନବାହନ ସୁଖ ମିଳିପାରେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । ଯୁବକମାନଙ୍କର ବିବାହ ପରେ ଭାଗ୍ୟଉଦୟ ହୋଇଥାଏ । | |
ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଭଗବତ ପ୍ରେମୀ ହେବେ । ଦେବ ଦର୍ଶନ ପାଇ ଆତ୍ମ ସନ୍ତୋଷ ଲାଭ କରିବେ । ସରକାରୀ ସ୍ତରରୁ ଲାଭ ମିଳିବ । | |
ଆଶାବାଦୀ ହୋଇପାରନ୍ତି । ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି । ପ୍ରତିହିଂସା ପରାୟଣ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହୋଇପାରେ । ବନ୍ଧୁମାନଙ୍କଠାରୁ ସହାୟତା, ସହଯୋଗ ମିଳିବ । ବ୍ୟକ୍ତିତ୍ୱର ବିକାଶ ଘଟିବ । | |
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । | |
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ମଧୁର କଥାରେ ପରକୁ ଆପଣାର କରି ସୁବିଧା ହାସଲ କରିବେ । | |
ମୂଲ୍ୟବାନ ଦ୍ରବ୍ୟ ଲାଭର ସୂଚନା ମିଳୁଛି । ଶୁଭ ଖବର ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍କର୍ମରେ ନିଜକୁ ନିୟୋଜିତ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । | |
ସାଧନାରେ ସିଦ୍ଧି ଲାଭ କରିପାରନ୍ତି । ଶୁଭ ଖବର ପାଇ ମନ ପ୍ରଫୁଲ୍ଲିତ ହେବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ବିବାଦରେ ବିଜୟୀ ହେବେ । | |
ସେବାକ୍ଷେତ୍ରରେ ଅଧିକ ସମୟ ବିନିଯୋଗ କରିପାରନ୍ତି । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ପାଇ ତା’ର ସଦ୍ବ୍ୟବହାର କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ପ୍ରବଚନ ଶୁଣି ପାରନ୍ତି । | |
ଅର୍ଥାଭାବର ସମ୍ମୁଖୀନ ହେଲେ ବି କାହା ପାଖରେ ହାତ ପତାଇବେ ନାହିଁ । ସ୍ୱାଭିମାନୀ ହେବେ । ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନ କରିବା ଭଲ । |