OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 5th March 2020

Odia Rashiphala

Odia Rashiphala

ବିଜୟ ଉଲ୍ଲାସରେ ଦିନ ବିତାଇ ପାରନ୍ତି । ସମ୍ମାନିତ ହେବେ । ମନରେ ପ୍ରସନ୍ନତା ଦେଖା ଦେବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ପରମସୌଭାଗ୍ୟଶାଳୀ ହୋଇପାରନ୍ତି । ବିଶିଷ୍ଟ ବ୍ୟକ୍ତିଭାବେ ଜନସାଧାରଣଙ୍କର ଆଦରଣୀୟ ହେବେ । ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ ।
ସୁଖ-ଶାନ୍ତିରେ ଦିନଟି ଅତିବାହିତ ହେବ । ବଳବାନ୍ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ଉଦ୍ୟମ ସଫଳ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଶୁଭକର୍ମରେ ଖର୍ଚ୍ଚାନ୍ତ ହୋଇପାରନ୍ତି । କାର୍ଯ୍ୟରେ ବାଧା ଉପୁଜିବାର ସମ୍ଭାବନା ଅଛି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଉପୁଜିପାରେ । ଚଞ୍ଚଳମନା ହେବେ । ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ । କୋମଳ ବଚନରେ ପରକୁ ଆପଣାର କରିବେ ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ରୋଜଗାର ଆଶାନୁରୂପ ହେବ । ସରକାରୀ କୃପା ଲାଭ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳମନା ହେବେ । ବହୁ ବିଦ୍ୟାରେ ଜ୍ଞାନୀ ହେବେ ।
କୁଳ ମର୍ଯାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ନିଜ କୁଟୁମ୍ବ ପ୍ରତି ସ୍ନେହ ଶ୍ରଦ୍ଧା ଓ ଆନ୍ତରିକତା ରହିବ ।
ତରବର ନ ହୋଇ ଧୀରେସୁସ୍ଥେ କାର୍ଯ୍ୟ କଲେ ସଫଳତା ମିଳିବ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି । ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ସ୍ୱାଭିମାନୀ ହେବେ । ଯୁଗ୍ମବ୍ୟବସାୟ ଲାଭଜନକ ହେବ । ବୁଝି ବିଚାରି କାର୍ଯ୍ୟ କରିବାକୁ ପଡ଼ିବ । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ଆନନ୍ଦ ଉତ୍ସବରେ ଦିନଟି ଅତିବାହିତ କରିପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସାମୟିକ ଭାବେ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଲୋଭଗ୍ରସ୍ତ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ହୋଇପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
ଚଞ୍ଚଳମନା ହେବେ । କନ୍ୟା ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଲଟେରି ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରେ ଲାଭବାନ ହେବେ ।
ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ନିଜକୁ ସାମିଲ କରିପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କୃଷି କର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments