![]() |
ମନଦୁଃଖରେ ସମୟ କଟାଇ ପାରନ୍ତି । ଶାରୀରିକ ପୀଡ଼ା ଅନୁଭବ କରିବେ । ସ୍ୱାଭମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ । |
କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିବେ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହେବେ । ମନରେ ଅହଂଭାବ ଆସିପାରେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ଚଳିବେ । ଶାସ୍ତ୍ରଜ୍ଞ ହେବେ । ରାଜପୂଜା ମିଳିବ । | |
ଲୋକସଂପର୍କ ବୃଦ୍ଧି ପାଇବ । ଦୃଢ଼ମନୋବଳ ନେଇ କାର୍ଯ୍ୟ କରିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ତଥାପି ଦିନଟି ଶୁଭଙ୍କର ନୁହେଁ । | |
ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡ଼ି ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ହଠାତ୍ ଧନଲାଭ ହେବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ନିସର୍ଗ ସୁଖ ଭୋଗ କରିବେ । ଶାସ୍ତ୍ର ବିଚକ୍ଷଣ ହୋଇ ପ୍ରଭୂତ୍ୱ ବିସ୍ତାର କରିବେ । | |
ବନ୍ଧୁ ସହଯୋଗ ଲାଭ କରିପାରନ୍ତି । ଚିନ୍ତାଗ୍ରସ୍ତ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ । ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଧର୍ମପ୍ରାଣ ବ୍ୟକ୍ତିର ପରିଚୟ ଦେବେ । ମଧୁର ସମ୍ଭାଷଣରେ ଅନ୍ୟମାନଙ୍କର ମନ କିଣି ପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ । | |
ଦିଅଁ ଦର୍ଶନର ସୁଯୋଗ ପାଇବେ । ଆଶାବାଦୀ ହୋଇପାରନ୍ତି । ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ରସୁଖ ମିଳିବ । ପତ୍ନୀ ପରାୟଣ ହେବେ । ଧନାଗମ ହେବ । | |
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟ ଲାଭ ସହିତ ଧନଲାଭ ହେବ । ରଣାଙ୍ଗନରେ ପାରଙ୍ଗମ ହେବେ । ନୂଆବନ୍ଧୁ ଜୁଟିବେ । ଗୁଣବାନ୍ ଓ ରୂପବାନ୍ ହୋଇପାରନ୍ତି । ଚିନ୍ତାଧାରା ମହତ ହେବ । | |
ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ହେବେ । ଜ୍ଞାନ-ଗରିମା ବୃଦ୍ଧି ହେବ । | |
ପରିସ୍ଥିତି ପ୍ରତି ସଜାଗ ରହିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭ ହେବ । | |
ଚିନ୍ତାରୁ ମୁକ୍ତି ମିଳିବ । ପରିଶ୍ରମର ମୂଲ୍ୟ ମିଳିବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ, ସଦିଚ୍ଛା ରହିବ । | |
ଗୃହକାର୍ଯ୍ୟ ଆନନ୍ଦଦାୟକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ବିଳାସ-ବ୍ୟସନ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍ ଓ ସାହସୀ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ମଳିବ । |
Odia Calendar 2019
Comments
comments