OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 6th Aug 2020

Odia Rashiphala

Odia Rashiphala

ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । କର୍ମଚଞ୍ଚଳ ରହିବେ । ଗୃହ ଓ ଯାନବାହନ ସୁଖ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ ।
ସମ୍ମାନିତ ହୋଇପାରନ୍ତି । ସୁଖୀ, ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ମନରେ ନୈରାଶ୍ୟଭାବ ଜାତ ହୋଇପାରେ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ ।
ମନ ପ୍ରସନ୍ନ ରହିବ । ବନ୍ଧୁ ସହାୟତା ମିଳିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଧନଲାଭ ହେବ ।
ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଚାକିରିରେ ସୁନାମ ମିଳିବ ।
ପଠନ, ଲିଖନ ଉପରେ ଗୁରୁତ୍ୱ ଦେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ଅଧିକ ଧନଲାଭ ହେବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସୁଖୀ ତଥା ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମରେ ତତ୍ପର ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
କାର୍ଯ୍ୟରେ ସଫଳତା ମିଳିବ । ମନ ପ୍ରସନ୍ନ ରହିବ । ମଧୁରଭାଷୀ ହୋଇପାରନ୍ତି । ଆସ୍ତିକ, ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି ।
କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପରମ ଭାଗ୍ୟଶାଳୀ ହେବେ । ଆକର୍ଷଣୀୟ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଚତୁର ହୋଇପାରନ୍ତି ।
ଆୟ ଆଶାନୁରୂପ ହେବ । ଉଚ୍ଚଆଶା ଫଳବତୀ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆ ବନ୍ଧୁ ଜୁଟିବେ ।
ଘାତ-ପ୍ରତିଘାତ ଭିତର ଦେଇ ଗତି କରିବେ । କର୍ମଚଞ୍ଚଳ ରହିବେ । ସାମୟିକ ଭାବେ ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା ପ୍ରକାଶ କରିପାରନ୍ତି । ମନଭୁଲା କଥା କହି ପରକୁ ଆପଣାର କରିପାରନ୍ତି । ଶୁଭକର୍ମରେ ଖର୍ଚ୍ଚାନ୍ତ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments