![]() |
ବ୍ୟବସାୟ ମର୍ଯ୍ୟାଦାଜନକ ଓ ଲାଭଯୁକ୍ତ ହେବ । ସ୍ୱଇଚ୍ଛାରେ ସେବା କାର୍ଯ୍ୟ ଗ୍ରହଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ କଲ୍ୟାଣକାରୀ ହୋଇପାରେ । ମନରେ ଅହଂଭାବ ଆସିପାରେ । |
ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧାଭାବ ରହିବ । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସା ମିଳିବ । | |
କର୍ମଚଞ୍ଚଳ ରହିବେ । ଆସନ୍ନ ପ୍ରସବା ଥିଲେ କନ୍ୟା ରତ୍ନ ପ୍ରାପ୍ତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ବ୍ୟବସାୟ ଭଲରେ ଚାଲିବ । | |
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଭଲ ଆମଦାନି ହେବ । ଯାନବାହନ ସୁଖ ମିଳିପାରେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । | |
ମନ ପ୍ରସନ୍ନ ରହିବ । ପ୍ରତିଯୋଗିତାରେ ବିଜୟୀ ହେବେ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଧନ, ତେଜସ୍ୱୀ ଓ ବନ୍ଧୁପ୍ରେମୀ ହେବେ । | |
ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ବିଦେଶ ଯାତ୍ରା କରିପାରନ୍ତି । ମଧୁରଭାଷୀ ଓ ସହନଶୀଳ ହେବେ । ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଅଷ୍ଟମ ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । | |
ଐଶ୍ୱର୍ଯ୍ୟଯୁକ୍ତ ହେବା ଆଶାକରାଯାଏ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଧନବାନ୍ ହେବେ । ଅପାର ଗୁଣର ଅଧିକାରୀ ହେବେ । ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ବିଦ୍ୱାନ୍ ଶାସ୍ତ୍ରଜ୍ଞ ହୋଇପାରନ୍ତି । | |
କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ଧର୍ମୀୟ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । | |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ଯଶସ୍ୱୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହୋଇପାରେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । | |
କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ । | |
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ଯୋଗୀ ହେବେ । | |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିଶୋଧ ପରାୟଣ ହେବେ । ସାମାଜିକ ଭାବେ ଅନଟନର ସମ୍ମୁଖୀନହେବେ । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । |
Odia Calendar 2021
Comments
comments