OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 9th January 2020

Odia Rashiphala

Odia Rashiphala

ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଧାର୍ମିକ ମନୋବୃତ୍ତିର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ବନ୍ଧୁପ୍ରେମୀ ହେବେ । ସାହସୀ ହୋଇପାରନ୍ତି ।
ଲୋଭଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି । ଏକପତ୍ନୀ ବ୍ରତଧାରୀ ହେବେ । କିଶୋର ବୟସ ତଥା ଅଠର ବର୍ଷରେ ଧନ ରୋଜଗାର କରିବାରେ ସକ୍ଷମ ହେବେ । ବ୍ୟବସାୟୀ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୁଯୋଗ ସୃଷ୍ଟି ହୋଇଛି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
କୌଣସି ସ୍ଥାନରେ କିଛି ସମୟ ପାଇଁ ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଭୋଗ କରିପାରନ୍ତି । ସାହସର ସହିତ କାର୍ଯ୍ୟ କରିବେ । ଜ୍ଞାନ-ଗରିମା ବୃଦ୍ଧି ହେବ । ଗୁପ୍ତ ବିଦ୍ୟାରେ ରୁଚି ରହିବ ।
ବିଭିନ୍ନ ଦିଗରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ ।
ଘାତଚନ୍ଦ୍ର ଭୋଗ ହେତୁ ସାବଧାନତାର ସହ ଚଳିବାକୁ ପଡ଼ିବ । କୁଳ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ମନ ପ୍ରସନ୍ନ ରହିବ । ଭାଗ୍ୟଶାଳୀ ହେବେ । ଭୋଗବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି ।
ଈର୍ଷା ପରାୟଣ ହେବାକୁ ବାଧ୍ୟ-ବାଧକତା’ର ସମ୍ମୁଖୀନ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା ନିଷେଧ ।
ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ବେଳେ ବେଳେ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ବେଳେବେଳେ ମନରେ ଦୁର୍ଭାବନା ଜାତ ହୋଇପାରେ । ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁପୀଡ଼ା ଅନୁଭବ କରିବେ । ଭାଇମାନଙ୍କ ପ୍ରତି ସ୍ନେହ-ଶ୍ରଦ୍ଧାଭାବ ରହିବ । ଶରୀର ସୁସ୍ଥ ରହିବ । ବଳଶାଳୀ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ।
କାର୍ଯ୍ୟ ଆରମ୍ଭ ପୂର୍ବରୁ ପରାମର୍ଶ ନେଲେ ସଫଳତା ପାଇବେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
କଳହଠାରୁ ଦୂରେଇ ରହିବେ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକାଶ ଘଟାଇ ପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକ୍ଷେତ ଉପରେ ଯତ୍ନବାନ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ସୁଖ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments