OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 10th Dec 2019

Odia Rashiphala

Odia Rashiphala

ବ୍ୟକ୍ତିତ୍ୱର ବିକାଶ ଘଟାଇ ପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ଏକପତ୍ନୀ ବ୍ରତଧାରୀ ହେବେ ।
ମନ ପ୍ରଫୁଲ୍ଲ ରହିବ । ବିଚାର ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ । ମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନ ମିଳିବ ।
ବିଜ୍ଞ ବ୍ୟକ୍ତିଙ୍କ ଠାରୁ ସୁପରାମର୍ଶ ମିଳିବ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି । ସୁ-ମଧୁର ଭାଷା ବ୍ୟବହାର କରି ସାଧାରଣରେ ଆଦରଣୀୟ ହେବେ । ଅତିଥି ସତ୍‌କାର କରି ଖର୍ଚ୍ଚାନ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ ।
ଶିକ୍ଷା ପ୍ରତି ଆଗ୍ରହୀ ହେବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ମିଳିବ । କରିତ୍‌କର୍ମା ହେବେ ।
ପରିଶ୍ରମର ମୂଲ୍ୟ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି ପରମ ଶାନ୍ତି ଲାଭ କରିବେ । ପତ୍ନୀଙ୍କ ସହାୟତା ମିଳିବ ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ୱାନ୍ ହେବେ । ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ ।
ବ୍ୟବସାୟରେ କ୍ଷତି ହୋଇପାରେ । ପ୍ରୀତି ଲାଭ କରିପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁ ବଳବାନ୍ ଥିବାରୁ ସତର୍କତା ଜରୁରୀ । ଅଷ୍ଟମ ଚନ୍ଦ୍ର ଥାଇ ମଧ୍ୟ, ବ୍ୟବସାୟ ଲାଭଜନକ ହେବ ।
ଗୁପ୍ତଧନର ସନ୍ଧାନ ପାଇପାରନ୍ତି । ବିଭିନ୍ନ ସ୍ତରରୁ ସହଯୋଗର ହାତ ଲମ୍ବି ଆସିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବନ୍ଧୁସହାୟତା ମିଳିବ ।
ପିଲାମାନଙ୍କ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କେବଳ ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିବେ । ବଳବାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି ।
ପିଲାମାନଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଜୁଆ କିମ୍ୱା ଲଟେରିରୁ ଧନ ଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ବହୁ ଧନ ମିଳିବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କାର୍ଯ୍ୟ ପାଇଁ ଉତ୍ସାହଜନକ ପରାମର୍ଶ ଦେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଗୃହକାର୍ଯ୍ୟର ପ୍ରଗତି ଘଟିବ । ସାମୟିକ ଭାବେ ଆଳସ୍ୟ ଅନୁଭବ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments