Odia Rashiphala

Odia Rasiphala Tuesday 11 December 2018

କାର୍ଯ୍ୟ ହାସଲ କ୍ଷେତ୍ରରେ ଜଣେ ପୂର୍ବତନ ବନ୍ଧୁ ସାହାଯ୍ୟ କରିବେ । ଆନୁଷ୍ଠାନିକ କାମରେ ଫଳତା ପାଇବେ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବହନରେ ଉନ୍ନତି କରିବେ । ମହିଳାଙ୍କ ଭାତୃ ସମ୍ପର୍କ ବୃଦ୍ଧି ପାଇବ ।
ଅନ୍ୟମାନଙ୍କୁ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଠା କରିବେ । ବନ୍ଧୁଙ୍କର ହାନୁଭୂତି ଲାଭ କରିପାରନ୍ତି । ସ୍ଥଗିତ କାମକୁ ତ୍ୱରାନିତ କରିବେ । ମହିଳାମାନେ ସାଥିଙ୍କ ବାଟକୁ ଚାର୍ହିଁ ବସିବେ । ଦୂର ସ୍ଥାନକୁ ଭ୍ରମଣ ଯୋଗ ରହିଛି ।
କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଧୈର୍ଯ୍ୟ ହରାନହୋଇ ପରିସ୍ଥିତିର ସାମ୍ନ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ । ବ୍ୟବସାୟରେ ବନ୍ଧୁ ସମ୍ପର୍କ ପ୍ରେ ଓ ପ୍ରଣୟ କ୍ଷେତ୍ରରୁ ଅନୁକୂଳ ଫଳ ମିଳିବ ।
ବନ୍ଧୁଙକ ନିକଟୁ ସାହାଯ୍ୟ ପଅତିଶୃତି ପାଇ ଆସ୍ୱସ୍ଥି ଅନୁଭବ କରିବେ । ପାରିବାରିକ ଅସ୍ଥିରତା ଓ ଅର୍ଥାଭାବ ପାଇଁ ମାନସିକ ଦ୍ୱନ୍ଦ ଭିତରେ ସମୟ କଟାଇବେ । ଆତ୍ମିୟମାନଙ୍କ ପରାମର୍ଶ ନେଇ କାର୍ଯ୍ୟ କ୍ଷେତ୍ରରେ ଉପକୃତ ହେବେ ।
ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ଉପରେ ନିର୍ଭର କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଯୋଜନା ଆରମ୍ଭ କରିପାରନ୍ତି । ବକେୟା ଟଙ୍କା ମିଳିବାର ଯୋଗ ରହିଛି । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷରେ ସାହାଯ୍ୟ ପ୍ରାପ୍ତି ହୋଇପାରେ ।
ହଠାତ୍ ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇପାରେ । ପ୍ରେମରେ ପ୍ରତାରଣା ପାଇ
କର୍ମକ୍ଷେତ୍ରରେ ପରିସ୍ଥିତିର ଚାପ ବୃଦ୍ଧି ପାଇବ । ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ମହିଳାଙ୍କ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଶତ୍ରୁମାନେ କଟୁ କଥା କହିବେ ।
ଇଚ୍ଛା ନଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ନିଜ ଲୋକମାନେ ଇର୍ଷା ପରାୟଣ ହୋଇ ପରିସ୍ଥିତିକୁ ଜଟିଳ ରୂପ ଦେବାରେ ସମର୍ଥ ହେବେ । ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରିବେ ।
ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବାକୁ ଚେଷ୍ଟା କରିବେ । ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସି ରହିବ । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ । ମହିଳାମାନେ ଭାବ ପ୍ରବଣତା ପ୍ରକାଶ କରିବେ ।
ସୁନ୍ଦର ମଧୁର କଥା କହି ଅନ୍ୟମାନଙ୍କୁ ଆକର୍ଷିତ କରି କାର୍ଯ୍ୟ ହାସଲ କରିବେ । ଶାରୀରିକ ଅସୁସ୍ଥତା ଫେରି ପାଇବ । ପାରିବାରିକ କ୍ଷେତ୍ର, ଯାତ୍ରା ଓ ଦାମ୍ପତ୍ୟ ଜୀବନରୁ ସୁଫଳ ପାଇବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ମହିଳାଙ୍କ ମନୋବଳ ଦୃଢ଼ ରହିବ ।
କୌଣସି ଅପରିଚିତ ବ୍ୟକ୍ତିଙ୍କ ଦ୍ୱାରା ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ହସଲ କରିବେ । ଭାବୁଥିବା କାମଟିକୁ ସମ୍ପୂର୍ଣ୍ଣ କରିବା ପାଇଁ ବନ୍ଧୁଙ୍କର ସାହାଯ୍ୟ ଭିକ୍ଷ୍ୟା କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ମହିଳାମାନେ ଅଶାନ୍ତି ରହିବେ ।
ଯେତେ ତ୍ୟାଗ ସ୍ୱିକାର କଲେ ମଧ୍ୟ ବନ୍ଧୁ ସହକର୍ମୀ ଓ ପଡୋଶୀଙ୍କର ଭୁଲ୍ ଧାରଣାକୁ ବଦଳାଇ ପାରିବେ ନାହିଁ । ଆୟ ଅପେକ୍ଷା ବ୍ୟୟ କ୍ରମଶଃ ବୃଦ୍ଧି ପାଇବ । ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ । ଆକସ୍ମିକ ଭାବେ ଉପହାର ଦ୍ରବ୍ୟ ଲାଭ ହୋଇପାରେ ।
କର୍ମକ୍ଷେତ୍ରରେ ସହଜ ସୁବିଧରେ କାମ ହାସଲ କରିବେ । ବନ୍ଧୁଙ୍କର ଆଦର ମନକୁ ଖୁସି ରଖିବ । ସଭା, ସମିତି, ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଅନ୍ୟଙ୍କ ସେବାରେ ବ୍ୟସ୍ତ ରହିବେ ।

For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments

Tags

Leave a Reply

Your email address will not be published. Required fields are marked *

Back to top button
ଜମାରୁ ମିସ କରନ୍ତୁନି !!! - DON’T MISS OUT !!!
Subscribe To OdiaWeb
Be the first to get latest updates and exclusive content straight to your email inbox.
ନୁଆ ନୁଆ ନିଉଜ ଆଉ ତଥ୍ୟ ଆପଣଙ୍କ ମେଲ ରେ, ଆଜିହିଁ ସବସ୍କ୍ରାଇବ କରନ୍ତୁ ।

ନିଉଜ, ଫିଲ୍ମ, ଗୀତ, ଫଟୋ, ଭିଡିଓ, ଶାୟରୀ, ମୋବାଇଲ ଆପ୍, ଚାକିରୀ, ସ୍ୱାସ୍ଥ୍ୟ, ଖାଦ୍ୟ ଏବଂ ଆହୁରି କେତେ....
Stay Updated
Give it a try, you can unsubscribe anytime.  ଆପଣ କେବେବି ଅନସବସ୍କ୍ରାଇବ କରିପାରିବେ ।
Close
X