![]() |
କର୍ମକ୍ଷେତ୍ର ଉତ୍ସାହଜନକ ହେବ । ସୁସ୍ଥ ଓ ନିରାମୟ ରହିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । |
![]() |
ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ । |
![]() |
ବ୍ୟବସାୟ ଲାଭଜନକ ହେବ । ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହୋଇ ଅହଂଭାବର ବିନାଶ ହେବ । |
![]() |
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରିୟଭାଜନ ହେବେ । ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି । |
![]() |
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ । |
![]() |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଦଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ । ଯାନବାହନ ସୁଖ ମିଳିବ । |
![]() |
ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ମଧୁର ଯୋଗୁଁ ଜନାଦ୍ରୁତ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । |
![]() |
ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭକରିବେ। ବ୍ୟବସାୟରୁ ଅଧିକ ଧନଲାଭ ହେବ । ଦାମ୍ପତ୍ୟ ସୁଖପ୍ରଦ ହେବ । |
![]() |
ସୁଖ-ସମ୍ମାନ ଲାଭକରିପାରନ୍ତି । ଐଶ୍ୱର୍ଯ୍ୟାପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ପ୍ରୀତିଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ । |
![]() |
ବ୍ୟୟବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଗୁପ୍ତ ବିଦ୍ୟାରେ ରୁଚି ରହିବ । ପରକୁ ଆପଣାର କରିପାରନ୍ତି । ସମାଜସେବା କରି ପାରନ୍ତି । |
![]() |
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକସମ୍ପର୍କ ବୃଦ୍ଧି ହେବ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ଶାସ୍ତ୍ର ଉପରେ ରୁଚି ରହିବ । |
![]() |
କର୍ମତତ୍ପର ରହିବେ । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ପାରିବାରିକ ସ୍ନେହଭାବ ବୃଦ୍ଧି ହେବ । |
For daily odia rashiphala visit our website daily in the morning. This is compiled from a trusted source.