OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 18th January 2022

Odia Rashiphala

Odia Rashiphala

ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ବିକାଶିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିବ ।
ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ । ଧନାଗମ ହେବାର ସୂଚନା ମିଳୁଛି ।
ବିଭିନ୍ନ ସୂତ୍ରରୁ ଅତ୍ୟଧିକ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ଭୋଜନ ତୃପ୍ତିଦାୟକ ହେବ ।
କର୍ମଚଞ୍ଚଳ ରହିବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ସାଧନା ପାଇଁ ନିରୋଳା ସ୍ଥାନରେ ଏକାକୀ ରହିବାକୁ ଇଚ୍ଛା କରିବେ । ସ୍ନେହବୋଳା କଥା କହି ପରକୁ ଆପଣାର କରିପାରନ୍ତି ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସମ୍ମାନିତ ହେବା ସହିତ ଧନ ପ୍ରାପ୍ତି ହେବେ । କରିତ୍‌କର୍ମା ହୋଇପାରନ୍ତି ।
ଚଞ୍ଚଳ ସ୍ୱଭାବର ହେବେ । ମନ ପ୍ରସନ୍ନ ରହିବ । କୁଳ ପ୍ରଦୀପ ହେବେ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ବିଦ୍ୱାନ୍, ସାହସୀ, ସମ୍ପତ୍ତିବାନ୍ ହୋଇପାରନ୍ତି ।
ଶାରୀରିକ, ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରାରୁ ବିରତ ହେବା ଭଲ । ସତର୍କରେ ଚଳିବେ ।
ବନ୍ଧୁ ସହାୟତା ପାଇ ପ୍ରଫୁଲ୍ଲିତ ହେବେ । ବ୍ୟବସାୟ ଲାଭଜନକ ହେବ । ସେବାରେ ଆତ୍ମସନ୍ତୋଷ ମିଳିବ । ମନରେ ଅହଂଭାବ ଉଦ୍ରେକ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବେ । ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ସପକ୍ଷରେ ଯାଇପାରେ । ଧନାଗମ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments