![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଉତ୍ତମ ଗୁଣ ସମ୍ପନ୍ନ ହେବେ । ନୀତିନିଷ୍ଠ ଓ ବିନୀତ ସ୍ୱଭାବର ହେବେ । ଗ୍ରାମ ଓ ଦଳ ମଧ୍ୟରେ ଭେଦନୀତିର କାରଣ ହୋଇପାରନ୍ତି । ସତର୍କରେ ଚଳିବାକୁ ପଡ଼ିବ । |
![]() |
ବନ୍ଧୁ ମିଳନ ଘଟିବ । ସୁଖକର ଘଟଣା ଘଟିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । |
![]() |
ସୁସମ୍ୱାଦ ପାଇ ଖୁସି ହେବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରିପାରନ୍ତି । ଋଣ ପରିଶୋଧ କରିପାରନ୍ତି । ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ । ଉପଯୁକ୍ତ ପରାମର୍ଶଦାତା ହେବେ । |
![]() |
ଧୈର୍ଯ୍ୟଧରି କାର୍ଯ୍ୟ କରିବେ । ଶୁଭଖବର ପାଇ ପ୍ରଫୁଲ୍ଲିତ ହେବେ । ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହୋଇପାରନ୍ତି । ବହୁ ବିଦ୍ୟା ପାରଙ୍ଗମ ହେବେ । |
![]() |
କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ବହୁମିତ୍ରଙ୍କ ସାହାଯ୍ୟ ମିଳିବ । ସନ୍ମାର୍ଗୀ ହେବେ । ଶ୍ରେଷ୍ଠ ପଦପଦବୀରେ ଆସୀନ ହୋଇପାରନ୍ତି । ଉପଯୁକ୍ତ କର୍ମାନୁରକ୍ତ ହେବେ । ଯଶ୍ୱସୀ ହୋଇପାରନ୍ତି । |
![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଅଶାନ୍ତି ଦୂର ହେବ । ଦେବ ଦର୍ଶନ ଲାଭର ସୁଯୋଗ ଅଛି । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି । |
![]() |
ଆଶାବାଦୀ ହୋଇପାରନ୍ତି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ପୁତ୍ର ଲାଭର ସୂଚନା ମିଳୁଛି । ମନ୍ତ୍ର-ଶାସ୍ତ୍ରାଦି ଆୟତ୍ତ କରିବାରେ ପାରଙ୍ଗମ ହେବେ । ଯାନବାହନ ସୁଖ ମିଳିବ । ବାକ୍ୟ ପଟୁ ହେବେ । |
![]() |
ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ବୃଦ୍ଧି ହେବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଚିନ୍ତାଧାରା ଉନ୍ନତମାନର ହେବ । |
![]() |
ଧର୍ମ କାର୍ଯ୍ୟରେ ଧନବ୍ୟୟ କରିପାରନ୍ତି । ବିବାଦୀୟ ବିତର୍କରେ ଭାଗ ନନେଇ ନିରବ ଦର୍ଶକ ସାଜିପାରନ୍ତି । ମଧୁର କଥାରେ ପରକୁ ଆପଣାର କରିବାରେ ପାରଙ୍ଗମ ହେବେ । ନିରଳସ ଭାବେ କାର୍ଯ୍ୟ ସମ୍ପାଦନ କରିବେ । |
![]() |
ରୋଜଗାର ଆଶାନୁରୂପ ହେବ । ସୁସମ୍ୱାଦ ଶୁଣି ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । |
![]() |
କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ । ଶୁଭ ସମ୍ୱାଦ ପାଇ ଆନନ୍ଦ ଅନୁଭବ କରିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପ୍ରତିଯୋଗିତାରେ ବିଜୟୀ ହେବେ । |
![]() |
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଧର୍ମ ମାର୍ଗରେ ମନୋନିବେଶ କରିବେ । |