OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 24th Dec 2019

Odia Rashiphala

Odia Rashiphala

କାର୍ଯ୍ୟରେ ଉନ୍ନତି ଘଟିବ । ଧନକ୍ଷୟ ହେବାର ସୂଚନା ମିଳୁଛି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ମନରେ ଉଦ୍‌ବେଗ ଜାତ ହୋଇପାରେ । ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାକୁ ବ୍ରତଭାବେ ଗ୍ରହଣ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ସଫଳତା ମିଳିବ ।
ଦୈନଦିନ କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଅଯଥା ଖର୍ଚ୍ଚ କରି ମନସ୍ତାପ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି ।
କାର୍ଯ୍ୟରେ ପୂର୍ବ ପ୍ରସ୍ତୁତିକୁ ବଦଳାଇ ନୂତନ ପଦକ୍ଷେପ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ଗୃହକାର୍ଯ୍ୟରେ ଲାଗି ପଡ଼ିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନକୁ ମହାପୁଣ୍ୟ ଭାବେ ବିବେଚନା କରି ଆବଶ୍ୟକ ପଦକ୍ଷେପ ନେବେ । ବ୍ୟକ୍ତିତ୍ୱର ଜ୍ଞାନ-ଗରିମା ପ୍ରକଟିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହେବେ । ବୁଦ୍ଧି ପ୍ରୟୋଗ କରିବେ ।
ଶତ୍ରୁ ଚିନ୍ତାରେ ମନ ବ୍ୟସ୍ତ ରହିପାରେ । ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ ହେବେ । ଥଣ୍ଡା-କଫ ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସୁଖଭୋଗ କରିବେ ।
ଭାଇ ସହଯୋଗ ପାଇ ତେଜସ୍ମର ହୋଇ ଉଠିବେ । ସୌଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଆବଶ୍ୟକତା ଅନୁସାରେ ଅର୍ଥ ନିଅଣ୍ଟ ହେବ ।
ଯୋଜନା ଅନୁସାରେ କାର୍ଯ୍ୟରେ ଆଗକୁ ବଢ଼ିବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଖାଦ୍ୟ ପଦାର୍ଥ ସୁଲଭ ଓ ସୁସ୍ୱାଦୁ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।
ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ବ୍ୟୟବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁରଭାଷା ପ୍ରୟୋଗ କରି ଅଧସ୍ତନଙ୍କ ମନ କିଣି ପାରନ୍ତି । ଏକାନ୍ତ ରହିବାକୁ ଇଚ୍ଛା କରିବେ । ସାହସୀ ଓ ଜ୍ଞାନୀ ହେବେ ।
ଆର୍ଥିକ ଦୁରବସ୍ଥାରେ ସୁଧାର ଆସିବ । କାର୍ଯ୍ୟ ସିଦ୍ଧି ହେବାର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତ ହେବ ।
ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟିବ । କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧହସ୍ତ ହେବେ । କୁଳଦୀପକ ହେବେ । ଦୟାଳୁ ସ୍ୱଭାବ ସମ୍ପନ୍ନ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ପରିବାର ପ୍ରତି ସ୍ନେହ-ସଦିଚ୍ଛା ରହିବ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ସେବା ପୂଜାରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହେବେ । ଭୋଗବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments