![]() |
ବନ୍ଧୁ ମିଳନରେ ସମସ୍ୟାର ସମାଧାନ ହେବ । ବ୍ୟବସାୟ ଲାଭଦାୟକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଶାନ୍ତି ଦାୟକ ହେବ । |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭ୍ରାତୃ ଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । | |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ସହାୟିକା ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । | |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମରୁ ଲାଭପ୍ରାପ୍ତ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କର ଆଦରଣୀୟ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । | |
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କଠାରୁ ସହାୟତା ମିଳିବ । ଧନାଗମ ହେବ । | |
ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଋଣ କ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ । | |
କାର୍ଯ୍ୟରେ କେହି ବିଘ୍ନ ଉପୁଜାଇବାକୁ ଚେଷ୍ଟାକରି ବିଫଳ ହୋଇପାରନ୍ତି । ବିବାହ ଓ ଯୁଦ୍ଧଯାତ୍ରା ପାଇଁ ସମୟ ଅନୁକୂଳ ରହିଛି । ସାଧନାର ପ୍ରଥମ ସୋପାନ ଏକାନ୍ତବାସ ଇଚ୍ଛା କରିବେ । ବ୍ୟୟବୃଦ୍ଧି ହେବ । | |
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି । ଅସାଧ୍ୟ ସାଧନ କରିପାରନ୍ତି । | |
କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହସଦ୍ଦିଚ୍ଛାଭାବ ରହିବ । | |
ଭାଗ୍ୟଶାଳୀ ହେବେ । ମିଳୁଥିବା ଭୋଗବିଳାସକୁ ପଛରେ ପକାଇ କର୍ତ୍ତବ୍ୟ ପରାୟଣ ହୋଇପାରନ୍ତି । ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । | |
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । |
Odia Calendar 2022
Comments
comments