OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 25th May 2021

Odia Rashiphala

Odia Rashiphala

ପ୍ରୀତିଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ସଂସ୍ଥାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବା ଆଶା କରାଯାଏ । ପତ୍ନୀଙ୍କ ପରାମର୍ଶ ସୁଖଦାୟକ ହେବ । ବ୍ୟବସାୟ ଲାଭଜନକ ହେବ ।
ବନ୍ଧୁମିଳନ ଘଟିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି ।
ପରାମର୍ଶ ନେଇ କାର୍ଯ୍ୟ କଲେ ବହୁ ଶୁଭଫଳ ମିଳିବ । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ସେୟାର ମାର୍କେଟରୁ ଲାଭ ମିଳିପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିଷ୍କପଟ ଜୀବନଯାପନ କରିବେ । କୃଷିରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ ।
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ସରଳ ଭାଷୀ ହୋଇପାରନ୍ତି । ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉତ୍ତମ ମିତ୍ରଙ୍କ ସାନିଧ୍ୟ ପାଇପାରନ୍ତି । ବ୍ୟବସାୟ ଲାଭଜନକ ହେବ ।
ମନ ପ୍ରଫୁଲ୍ଲ ରହିବ । ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ବିଦ୍ୱାନ ଓ ଶାସ୍ତ୍ରଜ୍ଞ ବ୍ୟକ୍ତି ଭାବେ ସାମାଜିକ କ୍ଷେତ୍ରରେ ଆଦରଣୀୟ ହେବେ ।
କାର୍ଯ୍ୟ ଧୀର ମନ୍ଥର ଗତିରେ ଚାଲିବ; ମାତ୍ର କର୍ମଚଞ୍ଚଳ ରହିବେ । ଜନଗହଳିଠାରୁ ଦୂରେଇ ରହିବାକୁ ଇଚ୍ଛା କରିପାରନ୍ତି । ମଧୁର କଥା କହି ପରକୁ ଆପଣାର କରିବାରେ ସକ୍ଷମ ହେବେ । ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି ।
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ ।
କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ । ମହତ୍‌କାଂକ୍ଷୀ ହେବେ ।
ଶ୍ରମର ମୂଲ୍ୟାଙ୍କନ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ, ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଦୟାଳୁ ହେବେ । ବିଳାସ-ବ୍ୟସନ କରିପାରନ୍ତି । ବିଦ୍ୟାବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ ।
ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଜଳ ଯାତ୍ରା ନିଷେଧ । ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କତା ଆବଶ୍ୟକ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments